ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ତୁମୁଡିବନ୍ଧ,୩୦ା୧୧(ଡି.ଏନ୍‌.ଏ.): ଜଣେ ନାବାଳିକା(୧୪)ଙ୍କୁ ବଳାତ୍କାର କରାଯାଇଥିବା ନେଇ ତୁମୁଡ଼ିବନ୍ଧ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ନଂ.୮୫/୧୯ରେ ମାମଲା ରୁଜୁକରି ନାବାଳିକାଙ୍କ ପଡୋଶୀ ଶମ୍ଭୁ ମହାରଣାଙ୍କୁ ଗିରଫ କରିଛି। ଗତ ଗୁରୁବାର ସନ୍ଧ୍ୟାରେ ଶମ୍ଭୁ ସମ୍ପୃକ୍ତ ନାବାଳିକାଙ୍କୁ ମୋବାଇଲ ଦେଖାଇବା ବାହାନାରେ ଏକ ଅନ୍ଧାରିଆ ସ୍ଥାନକୁ ଡାକିନେଇ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ ନାବାଳିକାଙ୍କ ମା’ ଜାଣିବାପରେ ଗୁରୁବାର ରାତିରେ ତୁମୁଡ଼ିବନ୍ଧ ଥାନାରେ ଏତଲା ଦେଇଥିଲେ। ଶୁକ୍ରବାର ପୋଲିସ ଶମ୍ଭୁଙ୍କୁ ଗିରଫ କରିଥିଲା। ଉଭୟଙ୍କ ଡାକ୍ତରୀମାଇନା ପରେ ପୀଡିତାଙ୍କ ବୟାନ ରେକର୍ଡ ପାଇଁ ଫୁଲବାଣୀ ମାଜିଷ୍ଟ୍ରେଟଙ୍କ ନିକଟକୁ ପଠାଯାଇଥିବା ତଦନ୍ତକାରୀ ଅଫିସର ଜୟନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri