କପ୍ତିପଦା,୨୬ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ପୋଲିସ୍ ଅଟକ ରଖି ତଦନ୍ତ ଜାରି ରଖିଛି ।
ପୋଲିସ ସୂଚନା ଅନୁଯାୟୀ, ୨୦ ତାରିଖରେ ଠାକୁରମୁଣ୍ଡା ବ୍ଲକ ମହୁଲଡ଼ିହା ଥାନା କିରିକିଚିଆପାଳ ଗ୍ରାମର ରମେଶ ଦଳେଇ କପ୍ତିପଦା ଥାନା ଅଞ୍ଚଳର ଉକ୍ତ ନାବାଳିକାଙ୍କୁ ସାଙ୍ଗରେ ନେଇ ଭେଜିଡ଼ିହା ଛକ ପାଖ ଜଙ୍ଗଲରେ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବାର ଧମକ ଦେବା ସହିତ ବସ୍ଷ୍ଟାଣ୍ଡ୍ରେ ଛାଡ଼ି ଚାଲି ଯାଇଥିଲେ। ପରେ ନାବାଳିକାଜଣକ ବନ୍ଧୁଘର ଉଦଳା ଥାନା ଅଞ୍ଚଳକୁ ପଳାଇ ଆସିଥିଲେ। ପୀଡ଼ିତାଙ୍କ ବାପା ଅସୁସ୍ଥ ଥିବାରୁ ମଙ୍ଗଳବାର ଘଟଣା ସମ୍ପର୍କରେ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କପ୍ତିପଦା ଥାନାରେ ଏକ ମାମଲା (ନଂ.୫୩/୨୦୨୦) ରୁଜୁ ହୋଇଛି ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
Archives

