ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳର ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ ମାମଲା (ନଂ.୪୮/୨୦୨୦) ରୁଜୁ କରି ହତ୍ୟାକାଣ୍ଡରେ ସଂପୃକ୍ତ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣାରେ ଅଭିଯୁକ୍ତ ନାବାଳକଙ୍କ ସମେତ ଆଉ କେତେକ ଲୋକ ସଂପୃକ୍ତ ଥିବା ସନ୍ଦେହ କରି ତଦନ୍ତ କରାଯାଉଥିବା ଓଆଇସି ଅମିତାଭ୍‌ ଦାସ କହିଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଶନିବାର ପୂର୍ବାହ୍ନରେ ସମ୍ପୃକ୍ତ ନାବାଳିକାଙ୍କୁ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଜଣେ ନାବାଳକ ଗ୍ରାମ ନିକଟ ଜଙ୍ଗଲକୁ ଡାକି ନେଇ ସେଠାରେ ବଳକତ୍ାର କରିଥିଲେ। ପରେ ତାଙ୍କୁ ଏକ ବାଡିରେ ପିଟି ହତ୍ୟା କରାଯାଇଥିବା ନେଇ ସନ୍ଧ୍ୟାରେ ନାବାଳିକାଙ୍କ ପରିବାର ଲୋକେ ବାମେବାରୀ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ବଡବିଲ୍‌ ଏସଡିପିଓ ସତ୍ୟ ବିକାଶ ଭୂୟାଁ, ଯୋଡା ଆଇଆଇସି ରାଇସେନ୍‌ ମୁର୍ମୁ, ବାମେବାରୀ ଥାନା ଓଆଇସି ଘଟଣାସ୍ଥଳରେ ପହଞ୍ଚି ଘଟଣାର ଯାଞ୍ଚ କରିବା ସହିତ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri