Posted inଜାତୀୟ

ନାମାଙ୍କନ ରଦ୍ଦ ହେଲା ପରେ ବି ଶ୍ରତ୍ରୁଘ୍ନଙ୍କର ନିର୍ବାଚନ ଲଢ଼ିବା ନିଶା ଭାଙ୍ଗିନି

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀର କର୍ନଟ ପ୍ଲେସ୍‌ ନିକଟରେ ଥିବା ହନୁମାନ ମନ୍ଦିରଠାରେ ଚା’ ଦୋକାନ କରିଛନ୍ତି ଜଣେ ଯୁବକ। ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ଏହି ଯୁବକଙ୍କର ନାମାଙ୍କନ ପତ୍ରରେ ତ୍ରୁଟି ଥିବାରୁ ଏହାକୁ ରଦ୍ଦ କରିଛନ୍ତି। ନାମାଙ୍କନ ଦାଖଲ ଶେଷ ହେବାର ଗୋଟିଏ ଦିନ ପରେ ଜାମନଗର ତହସିଲଦାରଙ୍କ କାର୍ଯ୍ୟାଳୟରୁ ତାଙ୍କ ପାଖକୁ ଫୋନ୍‌ ଆସିଥିଲା। ନାମାଙ୍କନରେ ତ୍ରୁଟି ଥିବାରୁ ଏହାକୁ ନାକଚ କରାଯାଇଥିବା ସମ୍ପୃକ୍ତ ଅଧିକାରୀ କହିଥିଲେ। ଶ୍ରତ୍ରୁଘ୍ନଙ୍କ ମନ ଦୁଃଖରେ ଭାଙ୍ଗିପଡ଼ିଥିଲା। ଜଣେ ଚା‘ ବିକାଳି ଦେଶର ପ୍ରଧାନମନ୍ତ୍ରୀ ହୋଇଥିବାବେଳେ ଚା‘ ବିକୁଥିବା ଜଣେ ବ୍ୟକ୍ତି କାହିଁକି ନିର୍ବାଚନ ଲଢ଼ିପାରିବ ନାହିଁ ବୋଲି ଯୁକ୍ତି ବାଢ଼ିଛନ୍ତି ଶ୍ରତ୍ରୁଘ୍ନ। ଜାଣିଶୁଣି ତାଙ୍କ ନାମାଙ୍କନ ରଦ୍ଦ ହୋଇଥିବା ଅଭିଯୋଗ କରୁଛନ୍ତି ସେ। ତେବେ ଏହା ତାଙ୍କ ଗରାଖଙ୍କ ମଧ୍ୟରେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଛି। ଏବେ ଶ୍ରତ୍ରୁଘ୍ନଙ୍କ ନିର୍ବାଚନ ଲଢ଼ିବା ନିଶା ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ,…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ସିଏମ୍‌ଓରୁ ଫାଇଲ ଚୋରି ଘଟଣା: ବିଦେଶରେ ଥିବାରୁ ଥାନାରେ ହାଜର ହେଲେନି ପାଣ୍ଡିଆନ

ଭୁବନେଶ୍ୱର,୨୬ା୭(ତ୍ରିନାଥ ମହାନ୍ତି): ସିଏମଓରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର କମିଶନ ଫାଇଲ୍‌ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିଯିବା ଘଟଣାରେ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା…

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri