ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌ କେୟାର୍ସ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର କର୍ମଚାରୀମାନେ ସେମାନଙ୍କ ଗୋଟିଏ ଦିନର ବେତନ ୨.୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାବାଦ କମ୍ପାନୀର କର୍ମଚାରୀମାନେ ଓଡିଶା ସରକାରଙ୍କ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨.୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। କୋଭିଡ-୧୯ ଲଢେଇରେ ଦେଶବାସୀଙ୍କ ସହ ନାଲକୋ ରହିଛି ବୋଲି କମ୍ପାନୀ ପକ୍ଷରୁ ଏକ ଟୁଇଟ ଯୋଗେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ଅମିତାଭଙ୍କୁ ଧନୀ ବନାଇବାରେ ଥିଲା ଏହି ବ୍ୟକ୍ତିଙ୍କ ହାତ! ଜାଣନ୍ତୁ କିଏ ସେହି ୧୫,୦୦୦ କୋଟିର ମାଲିକ

ମୁମ୍ବାଇ: କୌଣସି ଏକ ସମୟରେ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (CA) ଥିବା ପ୍ରେମଚନ୍ଦ ଗୋଧାଙ୍କ ଶୂନ୍ୟରୁ ଶିଖରକୁ ପହଞ୍ଚିବାର କାହାଣୀ ପ୍ରକୃତରେ ଅତ୍ୟନ୍ତ…

ଦାନ ଚୋରି ମାମଲାରେ ହୋଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୧୦୦ କର୍ମଚାରୀଙ୍କୁ କରାଯିବ ବହିଷ୍କାର !

ଅଯୋଧ୍ୟା,୧୭।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ଘଟଣାର SIT ତଦନ୍ତ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଛି। ମିଳିଥିବା ସୂଚନା ମୁତାବକ, ସୁପାରିଶ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri