ନାୟକର ନଁ। ଦେବଦାସ

ବିଗ୍‌ ବଜେଟ ଓଡ଼ିଆ ଚଳଚ୍ଚିତ୍ର ‘ନାୟକର ନଁ। ଦେବଦାସ’ ଚଳିତ ମାସ ୯ ତାରିଖରେ ପରଦା ଉପରକୁ ଆସୁଛି। ଚିତ୍ରଟିର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି ‘ଭୈରବ’ ସିନେମାରେ ଓଲିଉଡ୍‌ର କ୍ୟାରିୟର ଆରମ୍ଭ କରିଥିବା ଅତୀଶ। ତାଙ୍କ ଅପୋଜିଟ୍‌ରେ ଅଛନ୍ତି ଭୂମିକା ଦାଶ ଏବଂ ଅନୁ ଚୌଧୁରୀ। ଏଥିରେ ବବି ମିଶ୍ରଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦର୍ଶକ ଦେଖିବାକୁ ପାଇବେ। ଚଳଚ୍ଚିତ୍ରର ସଂଳାପ ରଚନା ଦାୟିତ୍ୱ ତୁଲାଇଛନ୍ତି ଦେବୀଦତ୍ତ ମହାନ୍ତି। ଚିତ୍ରନାଟ୍ୟ ସହ ନିର୍ଦ୍ଦେଶନାର ଗୁରୁଦାୟିତ୍ୱ ସମ୍ଭାଳିଛନ୍ତି ମୃତ୍ୟୁଞ୍ଜୟ ସାହୁ (ବାପି)। ଏହାର ପ୍ରଯୋଜକ ପ୍ରଭାତ କୁମାର ପ୍ରଧାନ, ଶିଶିର ଚନ୍ଦ୍ର ଦାଶ ଏବଂ କୀର୍ତ୍ତନ ପାତ୍ର ଫିଲ୍ମର ସଫଳତାକୁ ନେଇ ବେଶ୍‌ ଆଶାବାଦୀ ଅଛନ୍ତି। ଅପରପକ୍ଷରେ ସଂଯୋଜିତ ଗୀତଗୁଡିକ ଶ୍ରୋତାଙ୍କ ମନକୁ ଛୁଇଁବ ବୋଲି କହନ୍ତି ଅନ୍ୟତମ ଆଗଧାଡିର ସ୍ବର ସଂଯୋଜକ ବୈଦ୍ୟନାଥ ଦାଶ। ଅତୀଶ, ଅନୁ ଏବଂ ଭୂମିକାଙ୍କ ବ୍ୟତୀତ ମିହିର ଦାସ, ଅପରାଜିତା, ନମ୍ରତା ଦାସ, ବିଜୟ ମହାନ୍ତି, ସ୍ମିତା ମହାନ୍ତି ଏବଂ ଭୂପତି ତ୍ରିପାଠୀ ପ୍ରମୁଖ କଳାକାରଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri