ଆଜିକାଲି ରୋବୋକୁ ବିଭିନ୍ନ କାମରେ ନିୟୋଜିତ କରା ଯାଉଛି। ଏପରି କି ଚିକିତ୍ସା ବିଜ୍ଞାନରେ ବିଭିନ୍ନ ଜଟିଳ ଅପରେଶନରେ ଏହା ଡାକ୍ତରମାନଙ୍କୁ ସାହାଯ୍ୟ କରିବାର ଉଦାହରଣ ମଧ୍ୟ ରହିଛି। ନିକଟରେ ଜାପାନର ବୈଜ୍ଞାନିକମାନେ ଏପରି ଏକ ରୋବୋ ପ୍ରସ୍ତୁତ କରିଛନ୍ତି ଯାହା ନିଃସଙ୍ଗତା ଦୂରକରିପାରିବ। ଏହାର ସହାୟତା ନେଇ ଜଣେ ମନପସନ୍ଦର ଗୀତ ମଧ୍ୟ ଶୁଣିପାରିବ। ଏପରି କି ମନର କ୍ଳାନ୍ତି ଦୂରକରିବା ପାଇଁ ଉକ୍ତ ହାଇଟେକ୍ ରୋବୋ ସହ ବାର୍ତ୍ତାଳାପ କରିପାରିବ। ସମ୍ପୃକ୍ତ ବ୍ୟକ୍ତିର ମନୋଭାବକୁ ଭଲ ଭାବରେ ଅନୁଧ୍ୟାନ କରିବା ପରେ ତାହାର କିପରି ସମାଧାନ କରାଯାଇପାରିବ ସେ ନେଇ ଟିପ୍ସ ମଧ୍ୟ ଦେଇପାରିବ। ତେବେ ପରୀକ୍ଷାମୂଳକ ଭାବରେ ଏଥିରୁ ସଫଳତା ମିଳିଥିଲେ ମଧ୍ୟ ବଜାରରେ ଉପଲବ୍ଧ ହେବାକୁ ଆଉ କିଛି ସମୟ ଲାଗିବ ବୋଲି ପ୍ରସ୍ତୁତକର୍ତ୍ତା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।
Posted inHome, Home Left, ଜୀବନଚର୍ଯ୍ୟା View All
ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…
ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ
ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…
ବାଇକ୍କୁ ପିଟିଲା ବାଇକ୍: ୨ ଛାତ୍ରଙ୍କ ସମେତ ୪ ଗୁରୁତର
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…
ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…
ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…
ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ
ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…
ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…
ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…
ଜୀବନ ସଂଘର୍ଷରେ ହାରିଗଲେ ଚାଷୀ
ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…
କାର୍ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…
ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍ରୁ ୪୨ କେଜି…

