ନିଆଁରେ ଶରୀରର କୌଣସି ଅଂଶ ପୋଡିଗଲେ, ଆପଣାନ୍ତୁ ….

ନିଆଁରେ ଶରୀରର କୌଣସି ଅଂଶ ପୋଡ଼ିଗଲେ, ସେହି ସ୍ଥାନ ପ୍ରବଳ ମାତ୍ରାରେ ପୋଡିଥାଏ। ତୁରନ୍ତ ସେହି ସ୍ଥାନରେ  ପାଣି କିମ୍ବା କିମ୍ବା ବରଫ ଲଗାଇଥାଉ। ହେଲେ ଏଥିଲାଗି ଆପଣାଇପାରିବେ ନିମ୍ନୋକ୍ତ ଟିପ୍ସ..

ଲେମ୍ବୁ: ପୋଡ଼ା ସ୍ଥାନରେ ଲେମ୍ବୁ ରସକୁ ୨-୩ ଦିନ ପର୍ଯ୍ୟନ୍ତ ବ୍ୟବହାର କରନ୍ତୁ। ଏହା ଜଳିବା କାରଣରୁ ସୃଷ୍ଟି ହେଉଥିବା ଦାଗକୁ ଭଲ କରିଥାଏ।

ଘିକୁଅଁାରୀ: ଘିକୁଆଁରୀ ଜେଲ୍‌ ଔଷଧ ଭଳି କାମ କରିଥାଏ। ବିଶେଷଜ୍ଞଙ୍କ ମତରେ, ବାଣ ଯୋଗୁ ଶରୀରର କୌଣସି ସ୍ଥାନ ପୋଡ଼ି ହୋଇଗଲେ ଘିକୁଅଁାରୀ ବେଶ୍‌ ଫାଇଦା ଦେଇଥାଏ। ଏହା ପୋଡ଼ା ଯନ୍ତ୍ରଣା ଲାଘବ କରିବା ସହ ଦାଗ ବି ଦୂର କରିଦିଏ।

କଳଦୀ ପତ୍ର: ଆଣ୍ଟି ଇନ୍‌ଫ୍ଲାମେଟୋରୀ, ଆଣ୍ଟି ମାଇକ୍ରୋବିଆଲ୍‌ ଭଳି ଗୁଣରେ ଭରପୂର୍‌
କଦଳୀ ପତ୍ର ଜଳିବା ସ୍ଥାନରେ ଲଗାଇଲେ ବେଶ୍‌ ଆରାମ ମିଳିଥାଏ। କଦଳୀ ପତ୍ରକୁ ବାଟି ଏହାର ରସକୁ ପୋଡ଼ି ଯାଇଥିବା ସ୍ଥାନରେ ଲଗାଇଲେ ଯନ୍ତ୍ରଣାରୁ ଉପଶମ ମିଳିଥାଏ।

ଆଳୁ: ଆଳୁ ମଧ୍ୟ ଜ୍ୱଳନ ଯନ୍ତ୍ରଣାକୁ କମ୍‌ କରିବାରେ ବେଶ୍‌ ସହାୟକ ହୋଇଥାଏ। ଏହାଦ୍ୱାରା ଛାଲ ଉତୁରେ ନାହଁି କି ଫୋଟକା ହୁଏ ନାହିଁ। ଏଣୁ ଶରୀରର କୌଣସି ଅଂଶରେ ନିଅଁା ଲାଗିଗଲେ, ସେଠାରେ ତୁରନ୍ତ ଆଳୁକୁ ବାଟି ଲଗାଇଦିଅନ୍ତୁ। ଆରାମ ମିଳିବ।

କ୍ଷୀର: ନିଆଁ ଲାଗିବା ଦ୍ୱାରା ତ୍ୱଚା ଉପରେ ତୁରନ୍ତ ଥଣ୍ଡା କ୍ଷୀର ଢାଳିଦିଅନ୍ତୁ। ଏହାଦ୍ୱାରା ତ୍ୱଚା ସଂକ୍ରମଣର ଭୟ ମଧ୍ୟ ଦୂରେଇଯାଏ। ଧ୍ୟାନ ରଖିବେ କ୍ଷୀର ବିନା ମଲାଇ ବାଲା ଥିବ।

ନଡ଼ିଆତେଲ: ଜଳିଯାଇଥିବା ତ୍ୱଚାରେ ନଡ଼ିଆ ତେଲ ଲଗାଇବା ସବୁଠୁ ଉତ୍ତମ। ଏହା ଆଣ୍ଟିଇକ୍ସିଡାଣ୍ଟ, ଆଣ୍ଟିିବ୍ୟାକ୍ଟେରିଆଲ୍‌ ଏବଂ ଆଣ୍ଟିି ଫଙ୍ଗଲ୍‌ ଗୁଣରେ ଭରପୂର୍‌। ପୋଡ଼ା ସ୍ଥାନରେ ସୃଷ୍ଟି ହେଉଥିବା ଦାଗ ମଧ୍ୟ ଏହାଦ୍ୱାରା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବାସୀଙ୍କୁ ସମ୍ବୋଧିତ କରିବା ପରେ ମୋଦିଙ୍କୁ ଟାର୍ଗେଟ କଲେ ବିରୋଧି, କହିଲେ…

ନୂଆଦିଲ୍ଲୀ,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳକୁ ‘ମହିଳା ବିରୋଧୀ’ ବୋଲି ଆଖ୍ୟା ଦେବା ପରେ ଅନେକ ନେତା ତାଙ୍କ ବିରୋଧରେ ତୀବ୍ର ସମାଲୋଚନା କରିଥିଲେ। କଂଗ୍ରେସ…

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ  ବିଛୁଆତି।  ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ…

ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି।…

ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ

କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ଖାଇଲା ଦନ୍ତା 

ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି…

ବଡ଼ ଘୋଷଣା କରି ବିଶ୍ୱକୁ ଚମକାଇଲା ଇରାନ, କହିଲା ହର୍ମୁଜ ଉପରେ ଆମର କଣ୍ଟ୍ରୋଲ…

ତେହରାନ,୧୯।୪: ଇରାନର ସର୍ୱୋଚ୍ଚ ଜାତୀୟ ସୁରକ୍ଷା ପରିଷଦ (SNSC) କହିଛି ଯେ ଯୁଦ୍ଧ ସମ୍ପୂର୍ଣ୍ଣ ସମାପ୍ତ ନହେବା ଏବଂ ଏହି ଅଞ୍ଚଳରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ନହେବା…

ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri