Posted inଖେଳ

ନିଆରା ଢଙ୍ଗରେ ପିତା ଓ୍ବାର୍ଣ୍ଣରଙ୍କୁ ଚିୟର କଲେ କୁନି ଝିଅ

ହାଇଦ୍ରାବାଦ, ୧୮।୪: ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ଓ ଚେନ୍ନାଇସୁପର କିଙ୍ଗ୍ସ ମଧ୍ୟରେ ବୁଧବାର ଖେଳାଯାଇଥିବା ୩୩ତମ ମ୍ୟାଚରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଥମେ ଫିଲ୍ଡିଂ କରୁଥିବା ହାଇଦ୍ରାବାଦ୍‌ ଟିମ୍‌ ପଡିଆକୁ ଆସିଥିଲା। ଦଳର ଖେଳାଳି ଡେଭିଡ୍‌ ଓ୍ବାର୍ଣ୍ଣର ମଧ୍ୟ ପଡିଆକୁ ଆସିଥିଲେ। ପିତାଙ୍କୁ ପଡିଆକୁ ଆସୁଥିବାର ଦେଖି ଷ୍ଟାଡିୟମରେ ବସି ମ୍ୟାଚ୍‌ ଦେଖୁଥିବା ଓ୍ବାର୍ଣ୍ଣରଙ୍କ ଝିଅ ଆଇପଡରେ Go Daddy.. ଲେଖି ଚିୟର୍‌ କରିଥିଲେ। ଉପସ୍ଥିତ ଦର୍ଶକ ଏବଂ ଖେଳାଳି ଏହା ଦେଖି ତାଳି ମାରିଥିଲେ। ଡେଭିଡ ମଧ୍ୟ ଝିଅର ଏଭଳି ଉତ୍ସାହ ଦେଖି ହସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri