ନିଖୋଜ ନାବାଳିକା ୭ ଦିନ ପରେ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି । ଫୁଲବାଣୀ ଜିଲା ସ୍ବାସ୍ଥ୍ୟକେନ୍ଦକ୍ରରେ ଚିକିତ୍ସା ପରେ ତାଙ୍କୁ ସିଡବ୍ଳୁସିଙ୍କୁ ହସ୍ତାନ୍ତର କରାଯାଇଥିବା ବ୍ରାହ୍ମଣୀଗଁା ଏସ୍‌ଆଇ ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ରବିବାର ନାବାଳିକା କୌଣସି କାରଣରୁ ଘରଛାଡ଼ି ପଳାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ସେ କହିଥିଲେ। ଶନିବାର ସକାଳୁ ପରିବାର ଲୋକ ବ୍ରାହ୍ମଣୀଗଁା
ଥାନାରେ ଅଭିଯୋଗ କରିଥିଲେ। ନଂ.୪୯/୧୯ରେ ମାମଲା ରୁଜୁ କରି
ପୋଲିସ ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫୯ ନଂ ଜାତୀୟ ରାଜପଥରେ ମାଳମାଳ ଗାଈ-ଛେଳି, ଟ୍ରାଫିକ ସମସ୍ୟା ସହ ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡି,୬ା୭(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଗାଈ, ବଳଦ ଛେଳିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏବେ ଲଗାଣ…

ରାଇକିଆ ବ୍ଲକରେ ଲଗାଣ ବର୍ଷା; ପାଞ୍ଚ ଦିନ ହେଲା ଶିକ୍ଷାଦାନ ବନ୍ଦ, ବିଦ୍ୟୁତ-ମୋବାଇଲ୍ ସେବା ବାଧାପ୍ରାପ୍ତ

ରାଇକିଆ,୬ା୭(ପ୍ରଦୀପ ବେହେରା): ଗତ ପାଞ୍ଚ ଦିନ ହେଲା କନ୍ଧମାଳ ଜିଲାରେ ଅବିଶ୍ରାନ୍ତ ବର୍ଷା ବେହାଲ କରିଛି । ଏହାର ପ୍ରଭାବ ରାଇକିଆ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri