Posted inଜାତୀୟ

ନିଖୋଜ ବିମାନ ଏଏନ୍‌-୩୨ ସନ୍ଧାନରେ ଇସ୍ରୋ ଉପଗ୍ରହ

ନୂଆଦିଲ୍ଲୀ,୪।୬: ଇତିମଧ୍ୟରେ ନିଖୋଜ ହୋଇଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ର କୌଣସି ଖୋଜ୍‌ ଖବର ମିଳିନାହିଁ। ଏହାର ସନ୍ଧାନରେ ଇସ୍ରୋ ସାଟେଲାଇଟ୍‌କୁ ନିୟୋଜିତ କରାଯାଇଛି। ସାଟେଲାଇଟ ଆସାମ ଏବଂ ଅରୁଣାଚଳପ୍ରଦେଶରେ ସନ୍ଧାନ ଜାରି ରଖିଛି। ବିମାନର ଖୋଜିବା କାର୍ଯ୍ୟରେ ସୁଖୋଇ-୩୦ ଏମ୍‌କେଆଇ, ସି-୧୩୦ ଜେ ସୁପର ହରକ୍ୟୁଲେସ୍‌କୁ ମଧ୍ୟ ନିୟୋଜିତ କରାଯାଇଛି। ଏଥିରେ ୧୩ ଜଣ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri