Posted inଫୁରସତ

ନିଜ ଗାଁକୁ ଖୋଲା ଶୌଚମୁକ୍ତ କଲେ ଦୃଷ୍ଟିହୀନ ସାଧୁ ମାଝି

ବିହାରର ଫତେହପୁର ଗାଁ ଏବେ ସମ୍ପୂର୍ଣ୍ଣ ଭାବେ ଖୋଲା ଶୌଚମୁକ୍ତ। ଏହାର ସମସ୍ତ ଶ୍ରେୟ ଯାଉଛି ୪୫ ବର୍ଷୀୟ ଦୃଷ୍ଟିହୀନ ସାଧୁ ମାଝିଙ୍କୁ। ଯିଏକି ନିଜ ଘରେ ଶୌଚାଳୟ ତିଆରି କରିବା ସାଙ୍ଗକୁ ପୂରା ଗାଁକୁ ଖୋଲା ଶୌଚମୁକ୍ତ କରିବାର ସଚେତନତା ସୃଷ୍ଟି କରି ସଫଳ ହୋଇଛନ୍ତି। ପ୍ରଥମେ ଏହି ଗାଁର କୌଣସି ଲୋକଙ୍କ ଘରେ ଶୌଚାଳୟ ନ ଥିଲା। ଏମିତିରେ ଲୋକଙ୍କର ଖୋଲାରେ ଶୌଚ କରିବା ନିତିଦିନିଆ ଅଭ୍ୟାସରେ ପରିଣତ ହୋଇଥିଲା। କିନ୍ତୁ ମାଝି, ଯିଏକି ନେତ୍ରହୀନ ଥିଲେ। ତାଙ୍କ ପରିବାରରେ ମଧ୍ୟ ଶୌଚାଳୟ ନ ଥିଲା। ଦିନେ ଜଣେ ପଡୋଶୀଙ୍କଠାରୁ ଘରେ ଶୌଚାଳୟର ଫାଇଦା ସମ୍ପର୍କରେ ଶୁଣିବାକୁ ପାଇଲେ। ମନସ୍ଥ କଲେ ନିଜ ଝିଅବୋହୂଙ୍କ ଇଜ୍ଜତ ରକ୍ଷାପାଇଁ ସେ ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ଶୌଚାଳୟ ନିର୍ମାଣ କରିବେ। ଦୃଷ୍ଟିହୀନ ହୋଇ ମଧ୍ୟ ଖୋଲା ଶୌଚମୁକ୍ତ କରି ନିଜ ପରିବାରକୁ ସୁରକ୍ଷିତ କରିବା ପରେ ଗାଁରେ ସଚେତନତା ସୃଷ୍ଟି କଲେ। ଗ୍ରାମବାସୀ ତାଙ୍କୁ ଓ ତାଙ୍କ ଲକ୍ଷ୍ୟକୁ ହୃଦ୍‌ବୋଧ କରି ନିଜ ନିଜ ଘରେ ଶୌଚାଳୟ ତିଆରି କଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri