Posted inଜାତୀୟ

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୨୩।୪: ରେଲଓ୍ବେ ସୁରକ୍ଷାକର୍ମୀ ନିଜର ମୃତ୍ୟୁ ପୂର୍ବରୁ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଆଜାଦପୁର ଅଞ୍ଚଳରେ ଜଣେ ସୁରକ୍ଷାକର୍ମୀ ୩ଜଣଙ୍କ ଜୀବନ ବଞ୍ଚାଇବା ପାଇଁ ନିଜର ଜୀବନକୁ ବାଜି ଲଗାଇଦେଇଛନ୍ତି। ସୂଚନାଯୋଗ୍ୟ, କନ୍‌ଷ୍ଟେବଳ ଜଗବୀର ସିଂହ ରାଣା(୫୦)ଙ୍କ ସୋମବାର ଆଜାଦପୁର ରେଲଓ୍ବେ ଟ୍ରାକର ୭ନଂ ସିଗ୍‌ନାଲରେ ଡ୍ୟୁଟି ରହିଥିଲା। ରାତି ସାଢ଼େ ୯ଟାରେ ଟ୍ରାକର ଦୁଇ ପାର୍ଶ୍ୱରେ ଗ୍ରୀନ ସିଗ୍‌ନାଲ ରହିଥିବା ବେଳେ  ସେହି ସମୟରେ ଗୋଟିଏ ଟ୍ରେନ ଦିଲ୍ଲୀରୁ ଅମ୍ବାଲା ଯାଉଥିଲା। ଠିକ୍‌ ସେହି ସମୟରେ ଅନ୍ୟ ଟ୍ରେନ୍‌ଟି କାଲ୍‌କାରୁ ନୂଆଦିଲ୍ଲୀ ଆଡ଼କୁ ଆସୁଥିଲା। ସେହି ସମୟରେ ଟ୍ରାକ ଉପରେ ଦୁଇ ତିନି ଜଣ ଛୁଆ ଓ ମହିଳା ରାସ୍ତା ପାର କରୁଥିବା ଦେଖି ଜଗବୀର ତାଙ୍କୁ  ପାଟି କରିଥିଲେ। ହେଲେ ଟ୍ରେନର ଶବ୍ଦରୁ ସେମାନଙ୍କୁ ଜଗବୀରଙ୍କ କଥା ଶୁଣାଯାଇନଥିଲା। ପରେ ଜଗବୀର ତାଙ୍କ ନିକଟକୁ ଦୌଡ଼ି ଯାଇ ସେମାନଙ୍କୁ ଅନ୍ୟ ଟ୍ରାକକୁ ଧକ୍କା ଦେଇଥିଲେ, ହେଲେ ନିଜକୁ ବଞ୍ଚାଇପାରିନଥିଲେ। ଟ୍ରାକରେ ଆସୁଥିବା ଟ୍ରେନ ତାଙ୍କୁ ଧକ୍କା ଦେବାରୁ ସେ ଛିଟିକି ପଡ଼ିଥିଲେ। ତାଙ୍କ ମୁଣ୍ଡରେ ଆଘାତ ଲାଗିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri