Posted inଜାତୀୟ

ନିଜ ଦଳକୁ ନେଇ କଟାକ୍ଷ କଲେ ସୁବ୍ରମଣ୍ୟମ

ନୂଆଦିଲ୍ଲୀ,୧୨।୭: ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ନିଜ ଦଳକୁ ନେଇ କଟାକ୍ଷ କରିଛନ୍ତି। ଶୁକ୍ରବାର ସେ ଟୁଇଟ୍‌ କହିଛନ୍ତି, ଗୋଆ ଓ କଶ୍ମୀରକୁ ଦେଖିଲେ ଲାଗୁଛି ଯଦି ଆମେ ଗୋଟିଏ ଦଳ ଭାବେ ଭାଜପା ସହ ରହିଯିବା ତେବେ ଦେଶରେ ଲୋକତନ୍ତ୍ର ଦୁର୍ବଳ ହୋଇଯିବ। କଂଗ୍ରେସ, ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ଓ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି)କୁ ଉପଦେଶ ଦେଇ ସେ କହିଛନ୍ତି, ବିରୋଧି ଇଟାଲିୟ ଓ ତାଙ୍କ ସନ୍ତାନଙ୍କୁ ଦଳରୁ ହଟାଇବାକୁ କହିବା ଦରକାର ଏହାପରେ ମମତା ଏକତ୍ରିତ କଂଗ୍ରେସର ଅଧ୍ୟକ୍ଷ ହେବା ଦରକାର। ଏନ୍‌ସିପି ମଧ୍ୟ କଂଗ୍ରେସରେ ମିଶି ଯିବା ଭଲ ବୋଲି ସୁବ୍ରମଣ୍ୟମ କହିଛନ୍ତି। ସୂଚନାଯୋଗ୍ୟ, ସବୁବେଳେ କିଛି ନା କିଛି ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ଭାଜପାର ଏହି ବରିଷ୍ଠ ନେତା ଏଭଳି ସମୟରେ ଏମିତି ଏକ କଥା କହିଛନ୍ତି ଯେତେବେଳେ ଗୋଆ ଓ କର୍ନାଟକରେ ବିରୋଧି ଭାଜପା ଉପରେ ଆକ୍ରମଣ କରିବା ମୁଡ୍‌ରେ ଅଛି। ଏବେ ଗୋଆ ଓ କର୍ନାଟକର କଂଗ୍ରେସ ବିଧାୟକମାନେ ଭାଜପା ହାତ ଧରୁଥିବା ବେଳେ ସୁବ୍ରମଣ୍ୟମଙ୍କ ଏହି କଥା ଏବେ ରାଜନୈତିକ ମହଲରେ ଚର୍ଚ୍ଚା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri