ନିଜ ଭାଷଣରେ ଟ୍ରମ୍ପ-ମୋଦିଙ୍କ ଭଳି ନେତାଙ୍କୁ ସ୍ତବ୍ଧ କରିଦେଲେ ୧୬ ବର୍ଷୀୟା ଝିଅ

ନ୍ୟୁୟର୍କ,୨୪।୯: ସ୍ବିଡେନର ୧୬ ବର୍ଷୀୟା ଝିଅ ଗ୍ରେଟା ଥନବର୍ଗ ଏବେ ଚର୍ଚ୍ଚାରେ। ଆମେରିକାରେ ଆୟୋଜିତ ଜାତିସଂଘର ଉଚ୍ଚସ୍ତରୀୟ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଅଭିଭାଷଣ ରଖି ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି ଗ୍ରେଟା। ଜାତିସଂଘର ମହାସଚିବ ଏଣ୍ଟିନିୟୋ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଭିନ୍ନ ଦେଶର ପ୍ରମୁଖ ନେତାଙ୍କ ଆଗରେ ଜଳବାୟୁ ପରିବର୍ତ୍ତନ ନେଇ ଏମିତି ଭାଷଣ ଦେଇଥିଲେ ଯେ, ସମସ୍ତେ ସ୍ତବ୍ଧ ହୋଇ ଯାଇଥିଲେ। ଗ୍ରେଟା ଭାବପ୍ରବଣ ହୋଇ କହିଥିଲେ, ଜଳବାୟୁ ପରିବର୍ତ୍ତନ ପାଇଁ ଆମେ ସମସ୍ତେ ବିଲୁପ୍ତ ହେବା ସ୍ଥିତିକୁ ଆସିଗଲୁଣି। ହେଲେ ଆପଣମାନେ ଆର୍ଥିକ ବିକାଶ ଉପରେ ଆଲୋଚନା କରୁଛନ୍ତି। ଆପଣମାନେ ଆମମାନଙ୍କ ସ୍ବପ୍ନ, ପିଲାଦିନକୁ ନଷ୍ଟ କରିଛନ୍ତି। ଯୁବପିଢି ଭାବୁଛନ୍ତି ଆପଣ ଆମମାନଙ୍କ ସହିତ ଛଳନା କରିଛନ୍ତି। ଆପଣମାନଙ୍କ ପାଇଁ ବିଶ୍ୱର ଅନେକ ଲୋକ ଜଳବାୟୁ ପରିବର୍ତ୍ତନର ଶିକାର ହୋଇ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଯଦି ପୁଣିଥରେ ଆମମାନଙ୍କୁ ନିରାଶ କରିବେ ତାହେଲେ ଆମେ କେବେ କ୍ଷମା ଦେବୁନି ବୋଲି ଗ୍ରେଟା .େକ୍ଷାଭର ସହ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri