Posted inଜାତୀୟ

ନିଜ ସ୍ବାମୀଙ୍କ ଫଟୋ ଶେୟାର କରି ଭାବୁକ ହେଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୪।୬:କେନ୍ଦ୍ରମନ୍ତ୍ରୀ ଓ ପୂର୍ବତନ ଅଭିନେତ୍ରୀ ସ୍ମୃତି ଇରାନୀ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଶେୟାର ହୋଇଥିବା ଫଟୋରେ ସ୍ବାମୀ ଜୁବିନ ଇରାନୀ ଓ ୨ ପୁଅ ହସୁଥିବା ନଜର ଆସିଛନ୍ତି। ସ୍ମୃତି ଫଟୋକୁ ଶେୟାର କରିବା ସହ କ୍ୟାପଶନ୍‌ରେ ଲେଖିଛନ୍ତି, ‘ମୋ ଘରର ଖୁସି କିଛି ସମୟ ପାଇଁ ବାହାରେ ଅଛି’। ଏଥିସହ ସେ ହାର୍ଟର ଏକ ଇମୋଜି ମଧ୍ୟ ଦେଇଥିବା ଦେଖିବାକୁ ମିଳିଛି। ଏହାକୁ ଦେଖିଲେ ସ୍ମୃତି ନିଜ ପରିବାରଙ୍କୁ କେତେ ମନେପକାଉଛନ୍ତି ତାହା ଅନୁମେୟ କରିହେଉଛି। ସ୍ମୃତିଙ୍କ ଏହି ପୋଷ୍ଟରେ ଟେଲି ଜଗତ ଓ ବି ଟାଉନର ସେଲେବସ୍‌ ନିଜର ପ୍ରତିକ୍ରିୟା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ୟାବିନେଟରେ ମହିଳା ଏବଂ ବାଳ ବିକାଶ ମନ୍ତ୍ରାଳୟର ଦାୟିତ୍ୱ ତୁଲାଉଛନ୍ତି ସ୍ମୃତି ଇରାନୀ।


Enter your email to get our daily news in your inbox.

All Right Reserved By Dharitri.Com

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri