ଦିଗପହଣ୍ଡି,୨୩ା୫(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ପି. ସମେଶ୍ୱର ନାମକ ଜଣେ ଯୁବକ ଶୁକ୍ରବାର ସନ୍ଧ୍ୟାରେ ତାଙ୍କ ବାମହାତ ପାପୁଲିକୁ କାତିରେ କାଟି ଗୁରୁତର ହୋଇଛନ୍ତି। ପରିବାର ଲୋକେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥାରେ ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସମେଶ୍ୱର ଜଣେ ମାନସିକ ଅନଗ୍ରସର ବ୍ୟକ୍ତି ଓ ସେ ମାନସିକ ଭାରସାମ୍ୟ ହରାଇ ଏଭଳି କରିଥିବା ପରିବାର ଲୋକେ ପୋଲିସକୁ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ
ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…
କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି
କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍ରେ ତାଲା…
ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…
ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…
ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…
ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍…
ବିଚ୍ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…
ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍…
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…
Archives

