Posted inଫୁରସତ

ନିଜକୁ ନିଜେ କ୍ଲୋନିଂ କରୁଥିବା ପ୍ରାଣୀ

ଏହି ଜଳଜ ପ୍ରାଣୀଟି ଦେଖିବାକୁ ଗୋଟିଏ ପ୍ରକାର ଚିଙ୍ଗୁଡ଼ି ଭଳି। ତେବେ ପ୍ରାଣୀବିଜ୍ଞାନୀମାନେ ଏହାକୁ ଠିକ୍‌ଭାବରେ ଚିଙ୍ଗୁଡ଼ି ବୋଲି ଗ୍ରହଣ କରନ୍ତି ନାହିଁ। ଏହାର ପ୍ରାଣୀ ବୈଜ୍ଞାନିକ ନାମ ହେଉଛି କ୍ରାଏଫିଶ୍‌। ଏହାକୁ ପ୍ରକୃତିର ଏକ ବିସ୍ମୟ ବା ଓ୍ବଣ୍ଡର ବୋଲି କୁହାଯାଇଥାଏ। ଏହାର ଶାରୀରିକ ଗଠନ, ଜୀବନଧାରଣ ଶୈଳୀ, ପ୍ରଜନନ ତଥା ବଂଶ ବିସ୍ତାରର ବୈଚିତ୍ୟ ହେତୁ ଏହାକୁ ଏକ ବିସ୍ମୟ ପ୍ରାଣୀ ବୋଲି ମଧ୍ୟ କୁହାଯାଇଥାଏ। ଏହାର ଗୁଣସୂତ୍ରର ସଂରଚନା ଠିକ୍‌ ମଣିଷର ଗୁଣସୂତ୍ର ସଂରଚନା ପରି। ଏହାସତ୍ତ୍ୱେ କିଛି ବିଭେଦ ଏହି କ୍ରାଏଫିଶ୍‌କୁ ସମସ୍ତଙ୍କ ଠାରୁ ଭିନ୍ନ କରିଛି। ଏହାର ଗୁଣସୂତ୍ର ବା କ୍ରୋମୋଜମ୍‌ର ସଂରଚନା ସିନା ମଣିଷର କ୍ରୋମୋଜମ ଭଳି। ହେଲେ ଏସବୁର କାର୍ଯ୍ୟ ଯଥେଷ୍ଟ ଭିନ୍ନ। କ୍ରାଏଫିଶ୍‌ ଏକାକୀ ଭାବରେ ତା’ର ଗୁଣସୂତ୍ରକୁ ବିଭାଜିତ କରିପାରିଥାଏ। ପୁଣି ଏହା ଶହ ଶହ ସଂଖ୍ୟାରେ ଏହାର କ୍ରୋମୋଜମକୁ ବିଭାଜିତ କରିବାର କ୍ଷମତା ରଖିଥାଏ। ସେଥିଲାଗି ଏହା ନିଜକୁ ନିଜେ ବିଭାଜିତ ହୋଇପାରେ। ସରଳ ଭାଷାରେ କହିଲେ, ଏହାର ପ୍ରଜନନ ନିମନ୍ତେ ଏହି ପ୍ରାଣୀଟି କୌଣସି ପୁରୁଷ ପ୍ରାଣୀର ଆବଶ୍ୟକ କରେନାହିଁ। ନିଜେ ହିଁ ନିଜର କ୍ଲୋନିଂ କରିଦେଇପାରେ। ଖାସ୍‌ ଏହି କାରଣ ପାଇଁ ପ୍ରାଣୀଟିକୁ ଏକ ବିସ୍ମୟ ପ୍ରାଣୀ ବୋଲି କୁହାଯାଇଛି। କ୍ରାଏଫିଶ୍‌କୁ ମଧ୍ୟ ଆକ୍ୱାରିଅମ୍‌ରେ ରଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ଆଁ କରିଥିଲା ୧୪ ଫୁଟ ଲମ୍ବର କୁମ୍ଭୀର, କିସ୍‌ କଲେ ଯୁବତୀ, ଭିଡିଓ ଦେଖିଲେ…

କଲେଜ ଶେଷ ହେବା ପରେ ସମସ୍ତେ ସ୍ମୃତିକୁ ସାଇତି ରଖିବା ପାଇଁ ଫଟୋଶୁଟ୍‌ କରିଥାନ୍ତି। କେତେକ ବନ୍ଧୁମାନଙ୍କ ସହିତ ସେଲ୍‌ଫି ନିଅନ୍ତି ତ ଆଉ କେତେକ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri