ନିଜାମୁଦ୍ଦିନ ଯାଇଥିଲେ ମାଧପୁର ଦମ୍ପତି

ଆଠମଲ୍ଲିକ, ୪ା୪- ଦିଲ୍ଲୀର ନିଜାମୁଦ୍ଦିନ ସଭାରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ଅଞ୍ଚଳର ଏକ ଦମ୍ପତି ଯୋଗ ଦେଇଥିବା ନେଇ ଶନିବାର ଅଞ୍ଚଳବାସୀ ପୋଲିସକୁ ସୂଚନା ଦେଇଛନ୍ତି । ସେମାନେ ଉକ୍ତ ଧର୍ମସଭାରୁ ଓଡ଼ିଶା ଫେରିଥିଲେ ହେଁ ମାଧପୁର ଆସିନାହାନ୍ତି । ଉଭୟେ ସମ୍ବଲପୁରରେ ରହିଥିବା ନେଇ ଲୋକେ ପୋଲିସକୁ ଖବର ଦେଇଛନ୍ତି । ସେମାନଙ୍କୁ ଠାବ କରିବାକୁ ସ୍ଥାନୀୟ ଲୋକେ ପୋଲିସକୁ ନିବେଦନ କରିଛନ୍ତି । ଘଟଣା ସମ୍ପର୍କରେ ଅନୁଧ୍ୟାନ କରାଯାଇ ପଦକ୍ଷେପ ନିଆଯିବ ବୋଲି ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri