ଭୁବନେଶ୍ୱର,୩।୪(ବ୍ୟୁରୋ):ରାଜ୍ୟରେ ଶୁକ୍ରବାର ଷଷ୍ଠ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ଘର କଟକ ବୋଲି ଜଣାପଡିଛି। ସେ ଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚି ସୂଚନା ଦେଇଛନ୍ତି।
ଭୁବନେଶ୍ୱର,୩।୪(ବ୍ୟୁରୋ):ରାଜ୍ୟରେ ଶୁକ୍ରବାର ଷଷ୍ଠ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ଘର କଟକ ବୋଲି ଜଣାପଡିଛି। ସେ ଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚି ସୂଚନା ଦେଇଛନ୍ତି।
ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...
ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...
ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...
ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...
ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି।...
ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...
ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...
