Posted inଜାତୀୟ

ନିଜେ ଉଦ୍‌ଘାଟନ କରିଥିବା କୋଠାରେ ରାତ୍ରିଯାପନ କଲେ

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌): ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ ବୁଧବାର ରାତିରେ ସିବିଆଇ ମୁଖ୍ୟାଳୟ ଗେଷ୍ଟ୍‌ହାଉସ୍‌ର ଲକ୍‌-ଅପ୍‌ ସୁଟ୍‌ ୩ରେ ରାତି ବିତାଇଥିଲେ, ଯାହାକୁ ସେ ୮ ବର୍ଷ ତଳେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସହ ମିଶି ଉଦ୍‌ଘାଟନ କରିଥିଲେ। ୨୦୧୧ ଏପ୍ରିଲ ୩୦ରେ ନୂଆଦିଲ୍ଲୀସ୍ଥିତ ଜିସିଓ କମ୍ପ୍ଲେକ୍ସର ଏହି ବିଲ୍ଡିଂ ଉଦ୍‌ଘାଟନ ବେଳେ ତତ୍କାଳନୀ ଆଇନମନ୍ତ୍ରୀ ଏମ୍‌. ବୀରାପ୍ପା ମୋଇଲି ଓ ମାନବସମ୍ବଳ ବିକାଶ ମନ୍ତ୍ରୀ କପିଲ ସିବଲ ମଧ୍ୟ ଉପସ୍ଥିତ ଥିଲେ। ଉକ୍ତ କୋଠା ଯେଉଁ ସ୍ଥାନରେ ଅଛି ସେଠାରେ ପୂର୍ବରୁ ଏକ ସମାଧି ପୀଠ ଥିଲା ଏବଂ ଏହାର ବାସ୍ତୁ ଠିକ୍‌ ନାହିଁ ବୋଲି ସିବିଆଇର କେତେଜଣ ଅଧିକାରୀ ମତ ଦେଇଛନ୍ତି। କାରଣ ଏଠାରେ ସିବିଆଇ ମୁଖ୍ୟାଳୟ ଖୋଲାଯିବା ପରଠୁ ତଦନ୍ତକାରୀ ସଂସ୍ଥାର ସମସ୍ତ ନିର୍ଦ୍ଦେଶକ ବିବାଦୀୟ ହୋଇ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri