ନିଜ୍ଜାମୁଦ୍ଦୀନ ଫେରନ୍ତା ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ୧୦୪ କୁ ତୁରନ୍ତ କଲ୍ କରନ୍ତୁ, ୨୪ ଘଣ୍ଟା ମଧ୍ୟରେ ଟେଷ୍ଟ ପାଇଁ ଆଗେଇ ଆସନ୍ତୁ

ଭୁବନେଶ୍ୱର, ୪। ୪(ବ୍ୟୁରୋ ): କରୋନା ମହାମାରୀ ସହ ମୁକାବିଲା କରିବାକୁ ହେଲେ ସଚେତନ ହେବା ଜରୁରୀ l ଏହାର ସଂକ୍ରମଣ କୁ ରୋକିବା ଦିଗରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ନିରନ୍ତର ଚେଷ୍ଟା ଜାରି ରଖିଛନ୍ତି । ଏହି କ୍ରମରେ ଦିଲ୍ଲୀ ନିଜାମୁଦିନ ସଭାରୁ ଫେରିଥିବା ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ଶନିବାର ଅନୁରୋଧ କରି ତୁରନ୍ତ ୧୦୪ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ମାନିବାକୁ କହିଛନ୍ତି । ୨୪ ଘଣ୍ଟା ମଧ୍ୟରେ ଟେଷ୍ଟ ପାଇଁ ଆଗେଇ ଆସନ୍ତୁ, ଡରନ୍ତୁ ନାହିଁ l ବିଳମ୍ବ କଲେ ଏହା ଆପଣଙ୍କୁ ଓ ଆପଣଙ୍କ ପରିବାରକୁ ବିପଦରେ ପକାଇବ । ମାଆମାନେ ନିଜ ପରିବାର ଓ ପିଲାମାନ ଙ୍କ ଭଲ ପାଇଁ ସହଯୋଗ କରନ୍ତୁ । କରୋନା ମାନବ ଜାତିର ସବୁଠାରୁ ବଡ ଶତ୍ରୁ। ଏହାକୁ ହରାଇବାକୁ ସହଯୋଗ କରନ୍ତୁ l ଫଳରେ ନିଜ ପରିବାର ଓ ମାନବ ଜାତିର ମଙ୍ଗଳ ହେବ ବୋଲି ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri