Posted inଜାତୀୟ

ନିପା ଭାଇରସ୍‌କୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ କଥା ହେଲେ ଶୈଳଜା

ଥିରୁଭାନନ୍ତପୁରମ,୭।୬: କେରଳରେ ଗତ ବର୍ଷ ଭଳି ଏବର୍ଷ ମଧ୍ୟ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଏହର ଭୟାବହତାକୁ ଦେଖି କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ଶୁକ୍ରବାର କଥା ହୋଇଛନ୍ତି। ତେବେ ଆବଶ୍ୟକ ପରିମାଣରେ ସହାୟତା କେରଳକୁ ଯୋଗାଇ ଦିଆଯିବ ବୋଲି ହର୍ଷ ବର୍ଦ୍ଧନ କହିଛନ୍ତି। କେରଳରେ ଏମ୍ସର ପ୍ରତିଷ୍ଠା ଲାଗି ଶୈଳଜା ପୂର୍ବରୁ କେନ୍ଦ୍ର ସହ କଥା ହୋଇଥିବା ବେଳେ ଏହାକୁ ମଧ୍ୟ ସକରାତ୍ମକ ଢଙ୍ଗରେ ହର୍ଷ ବର୍ଦ୍ଧନ ଗ୍ରହଣ କରିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri