ନିମାପଡ଼ାକୁ ଛୁଇଁଲା କରୋନା: ୬ ପଜିଟିଭ ଚିହ୍ନଟ

ନିମାପଡ଼ା, ୧୬।୬(ଡି.ଏନ୍‌.ଏ.): ପୁରୀ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲାରୁ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ପ୍ରଥମ ଥର ପାଇଁ ନିମାପଡ଼ାକୁ କରୋନା ଛୁଇଁଛି। ନିମାପଡ଼ା ବ୍ଲକରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ନୁଆସନ୍ଥ ଗ୍ରାମ ପଞ୍ଚାୟତର ୨ଜଣ ସୁରଟ ଫେରନ୍ତା ଚିହ୍ନଟ ହୋଇଥିବା ବେଳେ କୋଟକୋସାଙ୍ଗ ପଞ୍ଚାୟତର ଜଣେ ଯୁବତୀ ହାଇଦ୍ରାବାଦ ଫେରନ୍ତା, ଭିଲି ଗ୍ରାମ ପଞ୍ଚାୟତରେ ଜଣେ ମହିଳା ଓ ଜଣେ ଯୁବକ ମୁମ୍ବାଇ ଓ ଉତ୍ତରପ୍ରଦେଶ ଫେରନ୍ତା ରହିଛନ୍ତି। ସେହିପରି ମିଟେଇପୁର ପଞ୍ଚାୟତର ଜଣେ ଯୁବକ ମହାରାଷ୍ଟ୍ର ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ବିଡିଓ ମନୋଜ କୁମାର ବେହେରା ସୂଚନା ଦେଇଛନ୍ତି। ତେବେ ଚିହ୍ନଟ ସମସ୍ତ ଆକ୍ରାନ୍ତ ବିଭିନ୍ନ ଗ୍ରାମ ପଞ୍ଚାୟତର ସରକାରୀ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିଲେ। ଗତ ୧୩ ତାରିଖରେ ସେମାନଙ୍କ ସ୍ବାବ୍‌ ନମୁତା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ରିପୋର୍ଟ ଆସିବା ପରେ ସେମାନେ ପଜିଟିଭ ଥିବା ଜଣାପଡ଼ିଛି। ଏହାପରେ ଚିକିତ୍ସା ପାଇଁ ସମସ୍ତଙ୍କୁ ଭୁବନେଶ୍ୱର କିମ୍‌ସ କୋଭିଡ ହସ୍ପିଟାଲକୁ ପଠାଯାଇଛି। ନିମାପଡ଼ାରେ ପ୍ରଥମ ଥର ପାଇଁ କରୋନା ପଜିଟିଭ ଚିହ୍ନଟ ହେବା ପରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା...

ଘରେ ରହି ମତଦାନ ସାବ୍ୟସ୍ତ କଲେ ୩୧ ଭୋଟର୍‌

ପଟ୍ଟାଙ୍ଗି,୪ା୫(ଶରତ ଧଳ)-ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ ଆଉ ଅଳ୍ପ କିଛି ଦିନ ବାକି ରହିଛି। ଏହା ପୂର୍ବରୁ ଯେଉଁ ଭୋଟର୍‌ମାନେ ମତଦାନ କେନ୍ଦ୍ରରେ ପହଞ୍ଚି...

ରାଜ୍ୟ ସରକାରଙ୍କ ସଫଳତା ବିରୋଧୀ ଗ୍ରହଣ କରିପାରୁନାହାନ୍ତି: ନବୀନ

କୋରାପୁଟ,୪ା୫(ଅମିତାଭ ବେହେରା)-କୋରାପୁଟରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥାନ ନିର୍ବାଚନ ପ୍ରଚାର କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ବିରୋଧୀମାନେ ଗ୍ରହଣ କରି ନପାରି...

ସମୀର ଦାଶଙ୍କୁ ପ୍ରାର୍ଥୀ କରିବା ପାଇଁ ସମର୍ଥକଙ୍କ ଶେଷ ପ୍ରୟାସ, ସମୂହ ଇସ୍ତଫା ଦେଲେ ସମର୍ଥକ!

ପୁରୀ,୪ା୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ଶେଷ ପର୍ଯ୍ୟାୟ ତାଲିକା ଘୋଷଣା କରି ସାରିଥିଲେ ମଧ୍ୟ ଆଶା...

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri