ନିଯୁକ୍ତି ଦାବିରେ ଏନ୍‌ଟିପିସି କ୍ଷତିଗ୍ରସ୍ତଙ୍କ ଆନ୍ଦୋଳନ

କଣିହାଁ,୩।୮(ଡି.ଏନ.ଏ.) କଣିହାଁ ବ୍ଲକସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପରେ ୨୫ ବର୍ଷରୁ ଊର୍ଦ୍ଧ୍ୱ ହେବ ଜମି ହରାଇଥିବା ୧୨ଟି ପରିବାର ମୁଖିଆମାନେ ସ୍ଥାୟୀ ନିଯୁକ୍ତି ଦାବିରେ ଶୁକ୍ରବାର ଏନ୍‌ଟିପିସି ଟାଉନ ଥାନା ଅଞ୍ଚଳ ଆମ୍ବପାଳ ରେଲଓ୍ବେ କ୍ରସିଂ ରେଳ ଧାରଣାରେ ବସି ଆନ୍ଦୋଳନ କରିଥିଲେ। ଏହି ଆନ୍ଦୋଳନକୁ ସମର୍ଥନ ଜଣାଇ ଆଇନଜୀବୀ ଦୟାସାଗର ମିଶ୍ର, ଭାଜପା ଶ୍ରମିକ ନେତା ବିରଞ୍ଚି ସାହୁ ସାମିଲ ହୋଇଥିଲେ। ଖବରପାଇ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର, ଥାନା ଅଧିକାରୀ ରାଜେନ୍ଦ୍ର ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ଶନିବାର ସମସ୍ୟା ସମାଧାନ ପାଇଁ ତାଳଚେର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଆଲୋଚନା ହେବ ବୋଲି ପ୍ରତିଶ୍ରୁତି ଦେବା ପରେ ଅପରାହ୍ନରେ ଆନ୍ଦୋଳନ ସ୍ଥଗିତ ରହିଥିବା ଶ୍ରମିକ ନେତା ବିରଞ୍ଚି ସାହୁ ପ୍ରକାଶ କରିଛନ୍ତି। ଏ ନେଇ ଏନ୍‌ଟିପିସି ଜନ ସମ୍ପର୍କ ଅଧିକାରୀ ଅମିତ ବେହେରା କହିଛନ୍ତି, ୧୨ଟି ପରିବାର ଆନ୍ଦୋଳନରେ ସାମିଲ ହେବା ଯଥାର୍ଥ ନୁହେଁ। କାରଣ ଏମାନଙ୍କ ଦାବିକୁ ନେଇ ସୁପ୍ରିମକୋର୍ଟରେ ମାମଲା ବିଚାରଧୀନ ରହିଛି। ଏନ୍‌ଟିପିସି କର୍ତ୍ତୃପକ୍ଷ ଆଲୋଚନାରେ ଅଂଶଗ୍ରହଣ କରି ବିଚାର କରିବେ ବୋଲି ମତ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri