ନିରଞ୍ଜନଙ୍କ ପ୍ରଶ୍ନ: ଅଧିକ ସୁଧ ନା କମିଶନ ଆଶାରେ ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିଥିଲେ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜମାଥିବା ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ରବିବାର ଏ ସମ୍ପର୍କରେ ପଚରାଯିବାରୁ ନିରଞ୍ଜନ କହିଛନ୍ତି, ନିୟମ ଅନୁସାରେ ଏହା ଜାତୀୟକରଣ ବ୍ୟାଙ୍କରେ ରହିବା କଥା। ଘରୋଇ ବ୍ୟାଙ୍କରେ ରଖିବାକୁ କିଏ ଅନୁମତି ଦେଲା। ଏ ନେଇ କାର୍ଯ୍ୟାନୁଷ୍ଠାନ ହେଉ। ଅଧିକ ସୁଧ ନା କମିଶନ ପାଇବା ପାଇଁ ଜମା ରଖାଯାଇଛି ବୋଲି ନିରଞ୍ଜନ ପ୍ରଶ୍ନ କରିଛନ୍ତି। ଅପରପକ୍ଷେ ୟେସ୍‌ ବ୍ୟାଙ୍କରେ ଟଙ୍କା ରଖି ଫରେନ୍‌ ଟୁର୍‌ରେ ଯାଇଥିବା ସେ ଶୁଣୁଥିବା ନେଇ ନିରଞ୍ଜନ କହିଛନ୍ତି।

ପ୍ରକାଶ ଯେ, ମହାପ୍ରଭୁଙ୍କ ୫୯୨ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରହିଛି। ଇତିମଧ୍ୟରେ ବ୍ୟାଙ୍କ ଦେବାଳିଆ ହୋଇପଡ଼ିଛି। ଏଣୁ ମହାପ୍ରଭୁଙ୍କ ଟଙ୍କାର ଭବିଷ୍ୟତ ନେଇ ଆଶଙ୍କା ସୃଷ୍ଟି ହେଉଥିବା ବୁଦ୍ଧିଜୀବୀମାନେ କହୁଛନ୍ତି। ଅପରପକ୍ଷେ ଏ ନେଇ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ, ଶ୍ରୀମନ୍ଦିର ପରିଚାଳନା କମିଟିର କେହି ବି ମୁହଁ ଖୋଲୁ ନ ଥିବାରୁ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri