ନିରାଡ଼ମ୍ବରରେ ହିଙ୍ଗୁଳାଯାତ୍ରା ସମ୍ପନ୍ନ

ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ପାଳନ କରାଯାଇଥିଲା। ଅପରାହ୍ନରେ ମା’ ହିଙ୍ଗୁଳା ଓ କୁଟେଇଶୁଣୀଙ୍କ ଚଳନ୍ତି ପ୍ରତିମା ଆଲମକୁ ଦିଅଁଘରୁ ବଡ଼ମଣ୍ଡପକୁ ଅଣାଯାଇଥିଲା। ଏହାପରେ ପାଞ୍ଚ ପୀଢ଼ଙ୍କୁ ପାରମ୍ପରିକ ନୀତିରେ ପୂଜା କରାଯାଇଥିଲା। ସନ୍ଧ୍ୟାରେ ମା’ଙ୍କ ଆଲମକୁ ଉଭାସ୍ଥଳୀକୁ ନିଆଯାଇ ଶୀତୁଳା ପୂଜା ସମ୍ପନ୍ନ କରାଯାଇଥିଲା। ତାଳଚେର ରାଜାଙ୍କ ପ୍ରତିନିଧି ରାଜେନ୍ଦ୍ର ସିଂହ ପୂଜାର୍ଚ୍ଚନା ସହ ପୂର୍ଣ୍ଣାହୁତି ପ୍ରଦାନ କରିଥିଲେ। ଶେଷରେ ବଡ଼ମଣ୍ଡପକୁ ମା’ଙ୍କ ଆଲମ ବିଜେ କରାଯାଇ ଅଧରପଣା ନୀତି ସମ୍ପନ୍ନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri