ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ଶ୍ରମିକ ସ୍ବତନ୍ତ୍ର ଟ୍ରେନ: ଓହ୍ଲାଇଲେ ୬୦୦

ଚୌଦ୍ୱାର,୧୭।୫(ଡି.ଏନ.ଏ.)-କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ରବିବାର ଅପରାହ୍ନ ୪ଟାରେ ଶ୍ରମିକ ସ୍ବତନ୍ତ୍ର ଏକ୍ସପ୍ରେସ ଟ୍ରେନ ଆସି ପହଞ୍ଚିଛି। ଅହମ୍ମଦାବାଦରୁ ଯାଜପୁର ଟାଉନ ଆସିଥିବା ଏହି ଟ୍ରେନରେ କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୬୦୦ ଶ୍ରମିକ ଓହ୍ଲାଇଛନ୍ତି। ଏହି ଟ୍ରେନଟି ଆଜି ସକାଳ ୬ଟାରେ ଷ୍ଟେଶନରେ ପହଞ୍ଚିବ ବୋଲି ପ୍ରଶାସନ ତରଫରୁ ସମୟ ନିର୍ଦ୍ଧାରିତ ହୋଇଥିଲା। ମାତ୍ର ତାହା ୧୦ଘଣ୍ଟା ବିଳମ୍ବରେ ଆସିଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଷ୍ଟେଶନର ଚାରିପଟ ୧କି.ମି ପର୍ଯ୍ୟନ୍ତ ୧୪୪ ଧାରା ୩ଦିନ ହେବ ବଳବତ୍ତର ରହିଛି। ଆଜି ରାତି ସୁଦ୍ଧା ଆଉ ୨ଟି ଟ୍ରେନ ବାଙ୍ଗାଲୋରରୁ ଯାଜପୁର ଟାଉନ ଆସିବ। ନିର୍ଗୁଣ୍ଡି ଷ୍ଟେଶନରେ ଆଜି ଆଉ ୨୪ଶହ ଯାତ୍ରୀ ପହଞ୍ଚିବେ ବୋଲି ଜଣାପଡିଛି। ଶ୍ରମିକମାନେ ପହଞ୍ଚିବା ପରେ ସେମାନଙ୍କୁ ସନିଟାଇଜ କରାଯିବ, ତାପରେ ସ୍କାନିଂ କରାଯାଇ ପ୍ରଶାସନିକ ବିଧି ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri