ନିର୍ଦ୍ଦେଶକ ହେବାକୁ ଡରନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶହାରୁଖ ଖାଁ ଏବେ ଆମେରିକାରେ ନିଜ ପରିବାର ସହ ଛୁଟି କଟାଉଛନ୍ତି। ଏତିକିବେଳେ ସେ ଟକିଙ୍ଗ ମୁଭିଜ୍‌ ନାମକ ଏକ ଶୋ’ରେ ସାକ୍ଷାତ୍‌କାର ଦେଇଥିବା ବେଳେ ତାଙ୍କର କିଛି କଥା ଚର୍ଚ୍ଚାକୁ ଆସିଛି। ଶାହାରୁଖ ଉକ୍ତ ଶୋ’ରେ କହିଛନ୍ତି ସେ ନିର୍ଦ୍ଦେଶକ ହେବାକୁ ଭୟ କରନ୍ତି। କାରଣ ନିର୍ଦ୍ଦେଶକ ହେବା ଅର୍ଥ ହେଉଛି ଏକୁଟିଆ ବସି କାମ କରିବା। ତେଣୁ ଅଭିନେତା ହିସାବରେ ସେ ଯେତିକି ଏକେଲାପଣ ଅନୁଭବ କରନ୍ତି ନିର୍ଦ୍ଦେଶକ ହେଲେ ସେ ବଞ୍ଚି ପାରିବେ ନାହିଁ ବୋଲି କହିଛନ୍ତି। କେବଳ ସେତିକି ନୁହେଁ ଜଣେ ନିର୍ଦ୍ଦେଶକ ଫିଲ୍ମ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁ ଦାୟିତ୍ୱ ବହନ କରି ଥାଆନ୍ତି। ଶୁଟି ସେଟ୍‌ରୁ ଆରମ୍ଭ କରି ଅଭିନେତ୍ରୀ ଅଭିନେତାଙ୍କ ଡାଏଲଗ କହିବା, ଅନ୍ଧାର ଘରେ ପସି ଏଡିଟିଂ କରିବା, ଫିଲ୍ମ ହିଟ୍‌ ହେଲା କି ଫ୍ଲପ୍‌ ହେଲା ସବୁ ତାଙ୍କ ମୁଣ୍ଡରେ ଯାଇଥାଏ। ତେଣୁ ଏହା ଏକ କଠିନ କାମ ବୋଲି ସେ କହିଛନ୍ତି। ଏହାକୁ ସେ ଆଦୌ କରିପାରିବେ ନାହିଁ। ତେଣୁ ଭବିଷଷ୍ୟତରେ ସେ କେବେବି ନିର୍ଦ୍ଦେଶକ ହେବାକୁ ଲକ୍ଷ୍ୟ ରଖି ନ ଥିବା ପ୍ରକାଶ କରିଛନ୍ତି। ବେଶ୍‌ କିଛିଦିନ ହେବ ବଡ ପରଦାରେ ଲଗାତାର ତାଙ୍କ ଫ୍ଲପ୍‌ ଫିଲ୍ମ ଦେବାପରେ ଏବେ ସେ ଏକ ପ୍ରକାର ବଡ ପରଦାରୁ ଦୂରେଇ ଯାଇଛନ୍ତି କହିଲେ ଚଳେ। ହେଲ ସେ ପୁଣିଥରେ ବଡ ପରଦାକୁ ଶୀଘ୍ର ଫେରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼hୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri