Posted inଜାତୀୟ

ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତକୁ ମିଳିଯିବ ଫାଇଟର ଜେଟ୍ ରାଫାଲ: ଫ୍ରାନ୍ସ ରାଷ୍ଟ୍ରଦୂତ

ହାଇଦ୍ରାବାଦ,୯ ।୧୦: ଭାରତରେ ଅବସ୍ଥାପିତ ଫ୍ରାନ୍ସ ରାଷ୍ଟ୍ରଦୂତ ଶୁକ୍ରବାର କହିଛନ୍ତି କୋଭିଡ-୧୯ ଯୋଗୁ ଉପୁଜିଥିବା ବାଧା ପରେ ବି ଏରୋସ୍ପେଶର ବଡ କମ୍ପାନୀ ଦୈଶି ଆଭିଏଶନ ଭାରତକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ୩୬ଟି ରାଫାଲ ଜେଟ୍ ଉପଲବ୍ଧ କରାଇବ । ସେ ଇଣ୍ଡୋ-ଫ୍ରାନ୍ସିସି ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି(ଆଇଏଫ୍‌ସିସିଆଇ) ପକ୍ଷରୁ ଆୟୋଜିତ ଇଣ୍ଡୋ-ଫ୍ରେଞ୍ଚ ଇନଭେଷ୍ଟମେଣ୍ଟ କନକ୍ଲେଭର ୪ର୍ଥ ସଂସ୍କରଣ ସମୟରେ କହିଛନ୍ତି । ଅନ୍ୟପଟେ ଭାରତ-ଫ୍ରାନ୍ସ ମଧ୍ୟରେ ବ୍ୟବସାୟ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଭାରତ-ଫାନ୍ସ ମଧ୍ୟରେ ବ୍ୟବସାୟ ମାତ୍ରାଧିକ ଭାବେ ଅଧିକ ନାହିଁ । କାରଣ ଫ୍ରାନ୍ସର ଅଧିକାଂଶ କମ୍ପାନୀ ଭାରତରୁ ରପ୍ତାନି କରିବା ପରିବର୍ତ୍ତେ ଭାରତରେ ବିନିଯୋଗ କରୁଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ୟୁରୋପୀୟ ଦେଶ ଗୁଡିକର ସଂସ୍ଥାମାନେ ଭାରତରେ ୧୦ ବିଲିୟନ ୟୁରୋରୁ ଅଧିକ ପୁଞ୍ଜି ବିନିଯୋଗ କରି ୨.୫୦ ଲକ୍ଷ ଭାରତୀୟଙ୍କୁ ନିଯୁକ୍ତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri