Posted inଖେଳ

ନିର୍ଦ୍ଧାରିତ ସମୟରେ ହେବ ପୁରୁଷ ଟି୨୦ ବିଶ୍ୱକପ୍‌

ସିଡ୍‌ନୀ, ୧୭ା୩ (ପି.ଟି.)- କୋଭିଡ୍‌-୧୯ର ପ୍ରକୋପ ସତ୍ତ୍ୱେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଦେଶରେ ପୁରୁଷ ଟି୨୦ ବିଶ୍ୱ କପ୍‌ ଅନୁଷ୍ଠିତ ହେବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ମଙ୍ଗଳବାର ପ୍ରକାଶ କରିଛି। କରୋନା ଭାଇରସ ଦେଖାଦେବା ପରଠାରୁ ବିଶ୍ୱବ୍ୟାପୀ କ୍ରୀଡ଼ା କାର୍ଯ୍ୟକଳାପ ବାଧା ସୃଷ୍ଟି ହୋଇଛି। ଘରୋଇ ଏବଂ ଅନ୍ତର୍ଜାତୀୟ କ୍ରିକେଟ ମଧ୍ୟରେ ଏହାଦ୍ୱାରା ପ୍ରଭାବିତ ହୋଇଛି। କ୍ରିକେଟ ଅଷ୍ଟ୍ରେଲିଆ ମୁଖ୍ୟ କେଭିନ୍‌ ରବଟର୍‌ସ କହିଛନ୍ତି, ବର୍ତ୍ତମାନର ପରିସ୍ଥିତିରେ କେବେ ସୁଧାର ଆସିବ ତାହା କହିହେବ ନାହିଁ। କିଛି ସପ୍ତାହ ମଧ୍ୟରେ ଏଥିରେ ସୁଧାର ଆସିପାରେ। ଅକ୍ଟୋବର ଓ ନଭେମ୍ବରରେ ଟି୨୦ ପୁରୁଷ ବିଶ୍ୱକପ୍‌ ବେଳକୁ ସବୁ ଠିକ୍‌ ହୋଇଯାଇଥିବା ବୋଲି ଆମର ଆଶା। ପୁରୁଷ ଟି୨୦ ବିଶ୍ୱକପ୍‌ ପ୍ରି-କ୍ୱାଲିଫାୟର୍ସ ଅକ୍ଟୋବର ୧୮ରୁ୨୩ ଏବଯ ପରେ ୧୨ଟି ଦଳକୁ ନେଇ ମୁଖ୍ୟ ପ୍ରତିଯୋଗିତା ଅକ୍ଟୋବର ୨୪ରୁ ହେବ। ଏମସିଜିରେ ଫାଇନାଲ ନଭେମ୍ବର ୧୫ରେ ହେବ। ଷ୍ଟାଡିୟମରେ ଯେପରି ଭରପୁର ଦର୍ଶକ ଉପସ୍ଥିତ ରହିବେ ସେ ନେଇ କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ ଯୋଜନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri