ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ନିର୍ବାଚନ ଲାଗି ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଭାଜପା ଉକ୍ତ ଆସନରେ ବାଜିମାତ୍‌ କରିବ ବୋଲି ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି

ସେ କହିଛନ୍ତି, ଉକ୍ତ ଆସନ ଲାଗି ଖୁବ୍‌ଶୀଘ୍ର ଜଣେ ବରିଷ୍ଠ ଭାଜପା ନେତାଙ୍କୁ ପ୍ରାର୍ଥୀ କରାଯିବ। ଦଳ ଜିତିବା ପାଇଁ ଲଢ଼ିବ। ଆମେ ଜିତିବୁ ମଧ୍ୟ। ବିଜେପୁରର ସ୍ଥାନୀୟ ସମସ୍ୟା ଦଳର ପ୍ରମୁଖ ପ୍ରସଙ୍ଗ ହେବ। ଅପରପକ୍ଷେ ବିଜେଡି ବିଜେପୁରବାସୀଙ୍କୁ ଠକିଛି, ତେଣୁ ଏହାର ପ୍ରତିଫଳନ ଉପନିର୍ବାଚନରେ ପଡ଼ିବ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri