Posted inଜାତୀୟ

ନିର୍ବାଚନ ପରେ ଅମେଠିକୁ ରାହୁଲଙ୍କ ପ୍ରଥମ ଗସ୍ତ: ପରାଜୟ ପାଇଁ ସ୍ଥାନୀୟ ନେତାଙ୍କୁ ଦାୟୀ କଲେ

ଅମେଠି,୧୧ା୭(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଥମ ଥର ପାଇଁ ନିଜ ନିର୍ବାଚନ ମଣ୍ଡଳୀ ଅମେଠି ଗସ୍ତରେ ଯାଇଥିଲେ। ପରାଜୟ ପାଇଁ ସେ ସ୍ଥାନୀୟ ନେତାଙ୍କୁ ଦୋଷ ଦେଇଛନ୍ତି। ସେମାନେ ଲୋକଙ୍କଠାରୁ ଦୂରେଇ ରହିଲେ ବୋଲି ରାହୁଲ କହିଛନ୍ତି। ତେବେ ରାହୁଲ ତାଙ୍କ ନିର୍ବାଚନ ମଣ୍ଡଳୀକୁ ଛାଡ଼ି ଯିବେନାହିଁ। ଏହା ତାଙ୍କର ଘର ଓ ପରିବାର ବୋଲି ରାହୁଲ କର୍ମୀମାନଙ୍କୁ କହିଛନ୍ତି। ସେ ଏବେ ଓ୍ବାୟାନଡ଼ର ଏମ୍‌ପି ହେଲେ ମଧ୍ୟ ଅମେଠି ସହ ତାଙ୍କର ତିନି ଦଶନ୍ଧିର ସମ୍ପର୍କ। ସେ ଦିଲ୍ଲୀରେ ଅମେଠି ପାଇଁ ଲଢ଼େଇ କରିବେ ବୋଲି କର୍ମୀମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
ରାହୁଲ ଗୌରୀଗଞ୍ଜରେ ଦଳର ତିଲୋଇ ବିଧାନସଭା ପ୍ରଭାରୀ ମାତା ପ୍ରସାଦ ବୈଶଙ୍କ ଘରକୁ ଯାଇ ତାଙ୍କର ମୃତ ସମ୍ପର୍କୀୟଙ୍କ ପାଇଁ ଶୋକବ୍ୟକ୍ତ କରିଥିଲେ। ପରେ ସେ ନିର୍ମଳାଦେବୀ ଶିକ୍ଷାନୁଷ୍ଠାନରେ ଅନ୍ୟ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କ ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ସୂଚନାଯୋଗ୍ୟ ଅମେଠି ଆସନରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ରାହୁଲଙ୍କୁ ୫୨୦୦୦ରୁ ଅଧିକ ଭୋଟରେ ପରାଜିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ହୋଇଥିଲେ ରାଜି, ହେଲେ ୟୁ-ଟର୍ନ ନେଲା CJP, ରୋକଠୋକ ଶୁଣାଇଦେଲା-ଆମେ…

ନୂଆଦିଲ୍ଲୀ,୨୩।୭: ସରକାର ବାରମ୍ବାର କହିଆସୁଛନ୍ତି , ସେମାନେ ପ୍ରତିବାଦକାରୀମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ,ସୂତ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri