ନିର୍ବାଚନୀ ପରବର୍ତ୍ତୀ ହିଂସା : ବୋମାମାଡ଼, ୬ ଆହତ

ବ୍ରହ୍ମଗିରି,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ନିର୍ବାଚନରେ ହାରଜିତ୍‌କୁ କେନ୍ଦ୍ର କରି ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଭାଟପଡ଼ା ଗ୍ରାମରେ ଘନଘନ ବୋମାମାଡ଼ରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁରୀ ସଦର ପୋଲିସ ମୁତୟନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri