ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ ୮୦ ଜଣ ସଦସ୍ୟଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ କରାଯାଇଛି ।

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ:

ଅରୂପ ପଟ୍ଟନାୟକ, ଅଶୋକ ପଣ୍ଡା, ଅନନ୍ତ ନାରାୟଣ ଜେନା, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକ, ବିକ୍ରମ କେଶରୀ ଆରୁଖ, ବିଜୟ ରଞ୍ଜନ ସିଂ ବରିହା, ବଦ୍ରୀ ନାରାୟଣ ପାତ୍ର, ବ୍ୟେମକେଶ ରାୟ, କିଶୋର ପ୍ରଧାନ, ବାସନ୍ତୀ ହେମ୍ବ୍ରମ, ବିଭୂତିଭୂଷଣ ବଳବନ୍ତରାୟ, ବିଜୟ ନାଏକ, ବିନୟ ଟପ୍ପୋ, ବିପ୍ଲବ ପାତ୍ର, ଚନ୍ଦ୍ରଶେଖର ସାହୁ, ଚନ୍ଦ୍ରସାରଥୀ ବେହେରା, ଦେବାଶିଷ ସାମନ୍ତରାୟ, ଦିବ୍ୟଶଙ୍କର ମିଶ୍ର, ଦେବୀପ୍ରସାଦ ମିଶ୍ର, ଦିଲ୍ଲୀପ ତିର୍କୀ, ଦେବେଶ ଆଚାର୍ଯ୍ୟ, ଧ୍ରୁବ ସାହୁ, ହୃଷିକେଶ ନାୟକ, ଜ୍ୟେତିପ୍ରକାଶ ପାଣିଗ୍ରାହୀ, ଜଗନ୍ନାଥ ସାରକା, ଝିନ୍ନ ହିକକା,, କଳିକେଶ ନାରାୟଣ ସିଂହଦେଓ, କିଶୋର ମହାନ୍ତି, ଲୋପାମୁଦ୍ରା ବକ୍ସିପାତ୍ର, ମଙ୍ଗଳା କିଷାନ, ମହେଶ୍ୱର ମହାନ୍ତି, ମିଲନ କାନୁନଗୋ, ମାନସ ମଙ୍ଗରାଜ, ମାନସ ମାଡକାମୀ, ମୁଜିବୁଲ୍ଲା ଖାଁ, ନବକିଶୋର ଦାସ, ଏନ.ଭାଷ୍କର ରାଓ, ନିରଞ୍ଜନ ପୂଜାରୀ, ନଳିନୀ ପ୍ରଧାନ, ପ୍ରଣବ ପ୍ରକାଶ ଦାସ, ପ୍ରଫୁଲ୍ଲ ମଲ୍ଲିକ, ପ୍ରଦୀପ ଅମାତ, ପ୍ରମିଳା ମଲ୍ଲିକ, ପିନାକୀ ମିଶ୍ର, ପ୍ରୀତିରଞ୍ଜନ ଘଡ଼େଇ, ପୁଷ୍ପେନ୍ଦ୍ର ସିଂହଦେଓ, ପ୍ରତାପ ଜେନା, ପ୍ରଶାନ୍ତ ମୁଦୁଲି, ପ୍ରଦୀପ ମହାରଥୀ, ପ୍ରଶାନ୍ତ ଜଗଦେବ, ପ୍ରଣବ କୁମାର ବଳବନ୍ତରାୟ, ପ୍ରମୋଦ ମଲ୍ଲିକ, ପ୍ରଫୁଲ୍ଲ ସାମଲ, ରୋହିତ ପୂଜାରୀ, ରବୀନ୍ଦ୍ର କୁମାର ଜେନା, ରମେଶ ମାଝୀ, ରଣେନ୍ଦ୍ର ପ୍ରତାପ ସୱାଇଁ, ରାଜଶ୍ରୀ ମଲ୍ଲିକ, ରମେଶ ଚନ୍ଦ୍ର ବେହେରା, ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ, ରବିନାରାୟଣ ନନ୍ଦ, ରାଜୀବ ପାତ୍ର, ସଞ୍ଜୟ କୁମାର ଦାସବର୍ମା, ସୁଶାନ୍ତ ସିଂ, ସୁବ୍ରତ ତରାଇ, ସୁଦାମ ମାରାଣ୍ଡି, ସରୋଜିନୀ ହେମ୍ବ୍ରମ, ସଞ୍ଜୟ ଅଗ୍ରୱାଲ, ସମୀରରଞ୍ଜନ ଦାସ, ସୁଶାନ୍ତ ରାଉତ, ଶ୍ରୀକାନ୍ତ ସାହୁ, ପ୍ରହ୍ଲାଦ ତ୍ରିପାଠୀ, ସାନନ୍ଦ ମାରାଣ୍ଡି, ସ୍ବାଧୀନ ନାୟକ, ସୁବାସ ସିଂ, ଶ୍ରୀମୟୀ ମିଶ୍ର, ସସ୍ମିତ ପାତ୍ର ଟୁକୁନି ସାହୁ ଓ ଉଷାଦେବୀ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri