Posted inଜାତୀୟ

ନିର୍ଭୟା ଦୋଷୀଙ୍କୁ ଫାଶୀ ଦେଲେ ବନ୍ଦ ହେବ କି ବଳାତ୍କାର: ଏପି ସିଂ

ନୂଆଦିଲ୍ଲୀ,୧୩।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କ ପାଇଁ ଲଢୁଥିବା ଓକିଲ ଶୁକ୍ରବାର ସକାଳୁ ଏକ ଚର୍ଚ୍ଚିତ ବୟାନ ଦେଇଛନ୍ତି। ଦୋଷୀଙ୍କ ଓକିଲ ଥିବା ଏପି ସିଂ କହିଛନ୍ତି ଯଦି ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀଦଣ୍ଡ ଦିଆଯାଏ ତେବେ ମହିଳାଙ୍କ ପ୍ରତି ହେଉଥିବା ଅପରାଧ ବା ବଳାତ୍କାର ବନ୍ଦ ହୋଇଯିବାର ପ୍ରତିଶ୍ରୁତି କିଏ ଦେବ। ଏହାସହ ସେ ହାଇଦ୍ରାବାଦ ଏନ୍‌କାଉଣ୍ଟରକୁ ନେଇ ମଧ୍ୟ ନିଜର ମତ ରଖିଛନ୍ତି। ସିଂ କହିଛନ୍ତି ତେଲେଙ୍ଗାନା ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରାଗଲା। ଏବେ ସଂସଦରେ ଆମ ଏମ୍‌ପିମାନେ ଯେମିତି କହୁଛନ୍ତି ଏଭଳି ଅଭିଯୁକ୍ତଙ୍କୁ ଗୁଳି କରିଦେବା ଠିକ୍‌ ଏହା ସମ୍ବିଧାନର ଅପମାନ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri