Posted inଜାତୀୟ

ନିର୍ଭୟା ମାମଲା: ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ଦୂରେଇଲେ ପ୍ରଧାନ ବିଚାରପତି; ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ଶୁଣାଣି

ନୂଆଦିଲ୍ଲୀ,୧୭।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟ ସୁପ୍ରିମ୍‌କୋର୍ଟରେ ପୁନର୍ବିଚାର ଆବେଦନ କରିଥିଲେ। ମଙ୍ଗଳବାର ଏହାର ଶୁଣାଣି ହେବାର ଥିଲା। ତେବେ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ନିଜକୁ ଦୂରେଇ ରଖିବାରୁ ଏହାର ଶୁଣାଣି ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ କରାଯିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ନୂଆ ଖଣ୍ଡପୀଠ ଏହି ପୁନର୍ବିଚାର ମାମଲାର ବିଚାର କରିବେ। ପ୍ରଧାନ ବିଚାରପତି ଅନ୍ୟ ମାମଲାରେ ବ୍ୟସ୍ତ ରହୁଥିବା ଦର୍ଶାଇ ଏପରି କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri