ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା ରାଶି

ବନ୍ତ,୨୭।୪(ଡି.ଏନ୍‌.ଏ.)-ରାଜ୍ୟ ସରକାର କରୋନା ଲକ୍‌ ଡାଉନ୍‌ ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁୁ ୧୫ ଶହ ଟଙ୍କାର ସହାୟତା ରାଶି ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଏପରିସ୍ଥଳେ ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡା ଗ୍ରାମର ମହେନ୍ଦ୍ର ଜେନାଙ୍କୁ ଏହି ସହାୟତା ରାଶି ମିଳି ନ ଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଶ୍ରମିକ ଜିଲା ଶ୍ରମ କାର୍ଯ୍ୟାଳୟରେ ନାମ ପଞ୍ଜୀକରଣ କରି ପ୍ରମାଣ ପତ୍ର ପାଇଛନ୍ତି। ଏପରିସ୍ଥଳେ ତାଙ୍କୁ ଅଦ୍ୟାବଧି ସହାୟତା ରାଶି ମିଳି ନ ଥିବା ନେଇ ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri