ନିର୍ମାଣ ହେବ ତେଲୁଗୁ ଫିଲ୍ମ‘ଡିଅର କୋମରେଡ୍‌’ର ହିନ୍ଦୀ ରିମେକ୍‌, କରନ୍‌ ଜୋହର କିଣିଲେ ରାଇଟ୍ସ

ମୁମ୍ବାଇ: ବଲିଉଡ୍‌ରେ ରିମେକ୍‌ କିଛି ନୂଆ କଥା ନୁହେଁ। ବିଗତ ଦିନ ମାନଙ୍କରେ ଅନେକ ତାମିଲ, ତେଲୁଗୁ ଫିଲ୍ମକୁ ହିନ୍ଦୀ ଭାଷାରେ ରିମେକ୍‌ କରାଯାଇଛି। ଏହା ହିଟ୍‌ ହୋଇଛି ମଧ୍ୟ। ଏବେ ବହୁଚର୍ଚ୍ଚିତ ଫିଲ୍ମ ‘ଡିଅର କୋମରେଡ୍‌’ର ହିନ୍ଦୀ ରିମେକ୍‌ ନିର୍ମାଣ କରାଯିବ ବୋଲି ଜଣାପଡ଼ିଛି। ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ କରନ ଜୋହର ଏହାର ହିନ୍ଦି ରିମେକ୍‌ର ରାଇଟ୍ସ କିଣିଛନ୍ତି।

ତେଲୁଗୁ ଫିଲ୍ମ ‘ଡିଅର କୋମରେଡ୍‌’ ଜୁଲାଇ ୨୬ରେ ପରଦାକୁ ଆସିବ। ବିଶେଷକରି ଏହାକୁ ତେଲୁଗୁ, ତାମିଲ ଏବଂ ମାଲାୟାଲାମ ଭାଷାରେ ରିଲିଜ କରାଯିବ। ତେବେ ଏହା ପୂର୍ବରୁ ଫିଲ୍ମକୁ ହିନ୍ଦୀ ଭାଷାରେ ମଧ୍ୟ ରିଲିଜ କରାଯିବା ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ କରନ ଜୋହର ଏହାର ହିନ୍ଦି ରିମେକ୍‌ର ରାଇଟ୍ସ କିଣିଛନ୍ତି। ମୂଳ ଫିଲ୍ମରେ ବିଜୟ ଦେବରାକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଅଭିନୟ କରିଥିବା ବେଳେ ହିନ୍ଦୀ ଭାଗରେ କିଏ ଷ୍ଟାର ହେବେ ତାହା ଚୟନ ହୋଇନାହିଁ। ଖୁବ୍‌ଶୀଘ୍ର କରନ ତାହା ଫାଇନାଲ କରିପାରନ୍ତି। ଫିଲ୍ମଟି ଜଣେ ଷ୍ଟୁଡେଣ୍ଟ ୟୁନିଅନ୍‌ ଲିଡର ଏବଂ ରାଜ୍ୟସ୍ତରୀୟ ଖେଳାଳୀଙ୍କ ମଧ୍ୟରେ ସୃଷ୍ଟ ପ୍ରେମକାହାଣୀକୁ ନେଇ ନିର୍ମାଣ ହୋଇଛି। ବଡ଼ ପରଦାରେ ଏହା ଧମାଲ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri