Posted inଜାତୀୟ

ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୫ ମୃତ

ଝାନ୍‌ସି,୪ା୧(ପି.ଟି.): ଉତ୍ତରପ୍ରଦେଶର ଝାନ୍‌ସି ଜିଲା ଅନ୍ତର୍ଗତ ଲକ୍ଷ୍ମଣପୁରା ଗ୍ରାମରେ ଶନିବାର ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ପଡ଼ିବା ଫଳରେ ୫ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ପ୍ରାୟ ୭ ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚିକିତ୍ସା ଲାଗି ଝାନ୍‌ସି ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ମିଳି ନ ଥିବାବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖପ୍ରକାଶ କରିଥିବାବେଳେ ସହାୟତା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କୁ ଉଚିତ ଚିକିତ୍ସା ସେବା ଯୋଗାଇ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସ ସରକାରଙ୍କୁ ପାନେ ଦେବ ଭାରତ: ନେଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇର ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ଆମେରିକାର ସବୁଠାରୁ ବଡ଼ ନ୍ୟୁଜ ନେଟୱାର୍କ, CNN ର ଭବିଷ୍ୟତ କ’ଣ ହେବ? ଟ୍ରମ୍ପଙ୍କ ଚାପ ପରେ ଉଠିଲାଣି ପ୍ରଶ୍ନ

ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…

ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ...

ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…

ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ...

ଅତିରଞ୍ଜିତ କରି ଏମିତି କଥା କହିଲେ ଟ୍ରମ୍ପ, ମୁଣ୍ଡରେ ହାତ ଦେଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ତାଙ୍କ ବୟାନ ପାଇଁ ଚର୍ଚ୍ଚାରେ ଅଛନ୍ତି। ଦେଶକୁ ସମ୍ବୋଧିତ କରି ସେ କହିଛନ୍ତି, ତାଙ୍କର ନିଷ୍ପତ୍ତି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri