ନିର୍ଯାତନା ଅଭିଯୋଗ: ଉଦ୍ଧାର ହେଲେ ୭ ଫେରାର ଯୁବତୀ

ଖୋର୍ଦ୍ଧା ଅଫିସ,୩୧।୧: ଖୋର୍ଦ୍ଧା ପୌର ପରିଷଦର ସାମନ୍ତରାପୁରସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନର ଉଜାଲା ଗୃହରେ ରହୁଥିବା ୭ ଜଣ ଅସହାୟ ଯୁବତୀ ଗୁରୁବାର ସନ୍ଧ୍ୟାରେ ଫେରାର ହୋଇଯାଇଥିଲେ। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଚଢାଉ କରି ଉଦ୍ଧାର କରିଛି। ଗଡ଼ଖୋର୍ଦ୍ଧା ଉଦ୍ଧାର ୩ ଜଣ ଯୁବତୀଙ୍କ ଘର ସୋରଣ, ଜଟଣୀ ଓ ଚନ୍ଦକା ଅଞ୍ଚଳରେ ବୋଲି ଜଣାପଡିଛି। ସେହିପରି ନୂଆବସଷ୍ଟାଣ୍ଡଠାରୁ ଉଦ୍ଧାର ୪ ଜଣଙ୍କ ଘର କଟକ, ନୟାଗଡ ଓ ଭୁବନେଶ୍ୱର ଅଞ୍ଚଳରେ ବୋଲି ଜଣପାଡିଛି। ତେବେ ଯୁବତୀଙ୍କ ସୂଚନା ଅନୁସାରେ, ଉକ୍ତ ଗୃହରେ ଶାରୀରିକ, ମାନସିକ ନିର୍ଯାତନା ଦିଆଯାଉଛି। ଏପରି କି ସେଠାରେ ତାଙ୍କୁ ଠିକ୍‌ ଭାବେ ଖାଇବାକୁ ଦିଆଯାଉନାହିଁ । ତେଣୁ ସେମାନେ ସେଠାରୁ ଲୁଚି ଆସିଥିବା କଥାକୁ ପୋଲିସ ସମ୍ମୁଖରେ ସ୍ବୀକାର କରିଥିଲେ। ଆଉ ସେଠାକୁ ସେମାନେ ଫେରିବାକୁ ରାଜି ନ ଥିବା ଜିଦ୍‌ରେ ଅଟଳ ରହିଛନ୍ତି, ଯାହାକି ପୋଲିସର ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri