ନିଶା ନିବାରଣ ନାଁରେ ଯୌନ ନିର୍ଯାତନା

ଅବୁଜା,୧୫।୧୦: ନାଇଜେରିଆର ଏକ ସ୍କୁଲରେ ନିଶାନିବାରଣ ପାଇଁ ଶିକ୍ଷା ଦିଆଯାଉଛି। ହେଲେ ପୋଲିସକୁ ମିଳିଥିବା ସୂଚନା ଅନୁଯାୟୀ, ଇସଲାମିକ ବୋର୍ଡିଂ ସ୍କୁଲରେ ପିଲାମାନଙ୍କ ସହ ଅମାନବୀୟ ବ୍ୟବହାର କରାଯାଉଛି। ଏମିତି ସୂଚନା ମିଳିବା ପରେ ପୋଲିସ ରବିବାର ଉକ୍ତ ସ୍କୁଲରେ ଚଢାଉ କରିଥିଲା। ଏହି ସମୟରେ ସ୍କୁଲ ମଧ୍ୟରେ ୩ଶହରୁ ଉର୍ଦ୍ଧ୍ୱ ପିଲା ଚେନ୍‌ରେ ବନ୍ଧା ହୋଇଥିବା ଅବସ୍ଥାରେ ମିଳିଥିଲେ ଏବଂ ଏମାନଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ଜଣାପଡିଥିଲା। ଏହାପରେ ପୋଲିସ ୩ଶହ ପିଲାଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri