ନିଶାନ ‘ଟେରାନୋ’ରେ ମିଳୁଛି ଆକର୍ଷଣୀୟ ରିହାତି

ଭୁବନେଶ୍ୱର,୧୯-୫:ନିଶାନ ମୋଟର କମ୍ପାନୀର ପ୍ରମୁଖ ଲୋକପ୍ରିୟ ମଡେଲ ଯାନ ଟେରାନୋ ଉପରେ କମ୍ପାନୀ ଆକର୍ଷଣୀୟ ରିହାତି ଘୋଷଣା କରିଛି। ଏହି ମଡେଲ ଉପରେ ଗ୍ରାହକ ୨.୩୬ ଲକ୍ଷ ଟଙ୍କାର ରିହାତି ପାଇପାରିବେ। ଡିଜେଲ ଭର୍ଜନରେ ଆସୁଥିବା ଏହି ଏସ୍‌ୟୁଭିରେ ୨୨ ପ୍ରମୁଖ ଫିଚର ରହିଛି। ଏହାର ଡିଜାଇନ ଷ୍ଟାଇଲିସ ହୋଇଥିବା ବେଳେ ଇଣ୍ଟେରିୟର ମଧ୍ୟ ବେଶ ଆକର୍ଷଣୀୟ କରାଯାଇଥିବା କମ୍ପାନୀ ପ୍ରକାଶ କରିଛି। ଯାନଟିରେ ଗ୍ରାହକଙ୍କର ନିରାପତ୍ତାକୁ ଧ୍ୟାନରେ ରଖାଯାଇଛି। ଏଥିରେ ୭.୦ ଟଚ୍‌ ସ୍କ୍ରିନ ନାଭିଗେଶନ, ଇଲେକ୍ଟ୍ରିକାଲି ରିଟ୍ରାକ୍ଟେବଲ ଓଆର୍‌ଭିଏମ୍‌, ଅତ୍ୟାଧୁନିକ ଷ୍ଟିଅରିଂ ହ୍ବିଲ, କ୍ରୁଜ କଣ୍ଟ୍ରୋଲ ରହିଛି। ନିକଟସ୍ଥ ନିଶାନ ଡିଲରଶିପକୁ ଯାଇ ଏହାର ଲାଭ ଉଠାଇବା ପାଇଁ କମ୍ପାନୀ ପକ୍ଷରୁ ଗ୍ରାହକଙ୍କୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri