ସୋରଡ଼ା,୧୨ା୧୦(ଡି.ଏନ.ଏ.)-ସୋରଡ଼ା ବ୍ଲକ ଗୋପାଳପୁର ଶାସନ ହାତିପଡ଼ା ଗ୍ରାମର ବିଦେଶୀ ଗୌଡ଼ଙ୍କ ସ୍ତ୍ରୀ ନୟନୀଙ୍କୁ ଶୁକ୍ରବାର ଜଣେ ନିଶାସକ୍ତ ଯୁବକ ଠେଙ୍ଗାରେ ଆକ୍ରମଣ କରିଛନ୍ତି। ନୟନୀ ଅପରାହ୍ନରେ ନିଜ ଜମିରେ ଚାଷକାମ କରୁଥିବାବେଳେ ଗ୍ରାମର ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ସେଠାରେ ପହଞ୍ଚତ୍ ଠେଙ୍ଗାରେ ନୟନୀଙ୍କ ମୁଣ୍ଡକୁ ପିଟିଥିଲେ। ସେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ସୋରଡ଼ା ଡାକ୍ତରଖାନାରେ ପହଞ୍ଚାଇଥିଲେ। ପରେ ନୟନୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ଏ ନେଇ ବିଦେଶୀ ଥାନାକୁ ଜଣାଇଛନ୍ତି। ଘଟଣା ପରେ ଆକ୍ରମଣକାରୀ ଫେରାର୍ ହୋଇଯାଇଛନ୍ତି। ସୂଚନାଯୋଗ୍ୟ, ସମ୍ପୃକ୍ତ ଯୁବକ ଜଣକ ବିଭିନ୍ନ ସମୟରେ ଗ୍ରାମବାସୀଙ୍କ ସହ ଗଣ୍ଡଗୋଳ କରନ୍ତି। ନୟନୀଙ୍କୁ କଣ ପାଇଁ ଆକ୍ରମଣ କଲେ ତାହାର ପ୍ରକୃତ କାରଣ ଜଣାପଡିନାହିଁ।
ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…
ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…
ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…
ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…
Archives

