ନିସାହା ତୁଳସାକୁଁ ସାହାଯ୍‌ କଲା ଓଁଶ୍ରୀ ଯୁବକ ସଂଘ

 

ମୋହନଗିରି,୧୦।୧୨(ଡି.ଏନ.ଏ.)-
କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୋହନଗିରି ୨ ନମ୍ବର ଓ୍ବାର୍ଡର ତୁଳସା ନନ୍ଦ(୪୮)। ଆଏଜ୍‌କେ ୧୮ ଦିନ୍‌ ହେଲା ଘରର ପିଁଢ଼ାରୁ ପଡ଼ି ତାକର ଡେବରି ଗୋଡ଼ ଭାଂଗି ଯାଇଛେ। ଇଆଡ଼େ ତାକର ଆପ୍‌ନେ ସୀତାରାମ ନନ୍ଦ ବଛ୍‌ରେ ହେଲା ରାଜକୋଟରେ ଦାଦନ ଖଟୁଛନ୍‌। ଏନ୍‌ତାଥି ତୁଳସାକଁର ଚିକିଛା ଲାଗି ଟଁକା ପଏସାର ନିହାତି ଦରକାର ଅଛେ। ଟଁକା ପଏସା ଅଭାବୁ ସେ ଗଁା ବଇଦନେ ଜଡିବୁଟି ଚିକିଛା କରେଇ ନିରାଶ ହେଇଛନ୍‌। ୧୮ ଦିନ୍‌ ହେଲା ସେ ଘରେ ନିସାହା ହେଇ ପଡ଼ିଥିବାର ଜାନି ଗଁାର ଓଁଶ୍ରୀ ପୂଜା କମିଟିର ଯୁବକମାନେ ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ସେମାନେ ନିଜର ନିଜର ଭିତରେ ଟଁକା ଠୁଲେଇ ତୁଳସାକଁର ପୁଓ ରିଙ୍କୁ ନନ୍ଦକୁଁ ଦେଇ ୧୦୮ ଆମ୍ବୁଲାନ୍ସରେ ଚିକିଛା ଲାଗି ଭବାନୀପାଟଣାକେ ପଠେଇଛନ୍‌। ଯୁବକ ସଂଘର ଇ ମହତ୍‌ କାଯ୍‌କେ ଅଂଚଲବାସୀ ବଡ଼ଭାରି ପରଶଁସା କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri