Posted inଜାତୀୟ

ନିୟନ୍ତ୍ରଣ ରେଖା ଲଞ୍ଚପ୍ୟାଡ୍‌ରେ ୪୦ରୁ ଅଧିକ ଜୈଶ୍‌ ଆତଙ୍କବାଦୀ: ଭାରତରେ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୪୦ରୁ ଅଧିକ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ଏକାଠି ହୋଇଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଥିବା ଲଞ୍ଚପ୍ୟାଡ୍‌ରେ ଆଇଏସ୍‌ଆଇ ନିର୍ଦ୍ଦେଶରେ ଆତଙ୍କବାଦୀମାନେ ସୁଯୋଗକୁ ଅପେକ୍ଷା କରିଥିବା କୁହାଯାଉଛି। ଜୈଶ୍‌ ଅପରେଶନ୍‌ କମାଣ୍ଡର ଅବଦୁଲ୍‌ ରଉଫ୍‌ ଅସଗରଙ୍କୁ ଭାରତୀୟ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିବାକୁ ଆଇଏସ୍‌ଆଇ ନିର୍ଦ୍ଦେଶ ଜାରି କରିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି। ଭାରତରେ ଅନୁପ୍ରବେଶ କରି ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଆଇଏସ୍‌ଆଇ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri