Posted inଜାତୀୟ

ନିୟନ୍ତ୍ରଣ ରେଖାରେ ପାକିସ୍ତାନୀ ଡ୍ରୋନ୍‌: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୨୦।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆର.ଏସ୍‌.ପୁରା ସେକ୍ଟରରେ କିଛି ସମୟ ପାଇଁ ଭାରତୀୟ ସୀମା ଭିତରକୁ ପ୍ରବେଶ କରିଥିବା ଏକ ପାକିସ୍ତାନୀ ଡ୍ରୋନ୍‌କୁ ନେଇ ନିୟନ୍ତ୍ରଣ ରେଖାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଡ୍ରୋନ୍‌ ଦ୍ୱାରା କିଛି ଗୁପ୍ତ ତଥ୍ୟ ସଂଗ୍ରହ କରାଯାଉଥିବା ଅନୁମାନ କରାଯାଉଛି। ସୋମବାର ବିଳମ୍ବିତ ରାତିରେ ଏହା ଘଟିଥିବା କୁହାଯାଉଛି। ଏହା ମଙ୍ଗରାଲ ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ସହିତ ରିହାଶ୍ୟାୟୀ ଅଞ୍ଚଳରେ ଉଡ଼ି ବୁଲି ପାକିସ୍ତାନ ଫେରି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri