ନିୟମ ଊଲ୍ଲଂଘନ କରି ୯ ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ଏସେଲ ଖଣି ଓ ଜଜାଙ୍ଗସ୍ଥିତ ଜଜାଙ୍ଗ ଖଣିର ପରିବହନ କାର୍ଯ୍ୟକୁ ବନ୍ଦ କରିଥିବା ଅଭିଯୋଗରେ ପୋଲିସ ୯ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ପୂର୍ବାହ୍ନରେ ଜୁରୁଡିସ୍ଥିତ ଏସେଲ ଖଣିରୁ ପରିବହନ ବନ୍ଦ ଦାବିରେ ମୁଖ୍ୟ ଗେଟ୍‌କୁ ସ୍ଥାନୀୟ ଜୁରୁଡି ଓ ଜଜାଙ୍ଗ ପଞ୍ଚାୟତର ଲୋକେ ବନ୍ଦ କରିଦେଇଥିଲେ। ସେହିପରି ଜଜାଙ୍ଗ ଖଣିରେ ମଧ୍ୟ ଖଣିର ପରିବହନ କାର୍ଯ୍ୟ ବନ୍ଦ କରିଥିଲେ। ଏନେଇ ଦୁଇ ଖଣି କମ୍ପାନୀ ପକ୍ଷରୁ ପୋଲିସରେ ଅଭିଯୋଗ ହେବାରୁ ପୋଲିସ ଦୁଇଟି ପୃଥକ ମାମଲା (ନଂ. ୫୧/୨୦୨୦) ଓ (ନଂ.୫୨/୨୦୨୦) ରୁଜୁ କରିବା ସହିତ ୯ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ବନ୍ଧା ଅବସ୍ଥାରେ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ବଢିଲା ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା,୨।୬: କେନ୍ଦ୍ରପଡ଼ା ଜିଲା ସଦର ଥାନା ଅଧୀନ କଜଳା ରୋଡ ରେଳ ଧାରଣା କଡ଼ ଏକ ଗଛରୁ ଜଣେ ଯୁବକଙ୍କ ହାତବନ୍ଧା ଅବସ୍ଥାରେ ଝୁଲନ୍ତା ମୃତଦେହ ମଙ୍ଗଳବାର…

ଓରିଙ୍ଗା ଜଙ୍ଗଲରେ ଭିଜିଲାନ୍ସ ଟିମ୍‌: ବନୀକରଣରେ ଦୁର୍ନୀତି ଗନ୍ଧ

ଆଠଗଡ,୨।୬(ସତ୍ୟ ପ୍ରସାଦ ରଥ):କଟକ ଜିଲା ଆଠଗଡ଼ ବନାଞ୍ଚଳ ଅନ୍ତର୍ଗତ ଓରିଙ୍ଗା ସଂରକ୍ଷିତ ଜଙ୍ଗଲରେ ୨୫ ହେକ୍ଟର ଜମିରେ କରାଯାଇଥିବା ବନୀକରଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଆସିବା ପରେ…

ମମତାଙ୍କ ପାଇଁ ବଡ଼ ସଙ୍କଟ; ଦଳ ଛାଡିପାରନ୍ତି ୫୦ ବିଧାୟକ, କଣ ହେବ ଭବିଷ୍ୟତ?

କୋଲକାତା,୨।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ପରାଜୟ ପରେ, ତୃଣମୂଳ କଂଗ୍ରେସ ଭିତରେ ଆଭ୍ୟନ୍ତରୀଣ କନ୍ଦଳ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି…

ନୂଆ ସରକାର ବୁଝିଲେ ଛାତ୍ରୀଛାତ୍ରଙ୍କ ସମସ୍ୟା: ୧୩ କୋଟି ଟଙ୍କା ବ୍ୟୟରେ…

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଶିଳ୍ପ ତାଲିମ କେନ୍ଦ୍ରର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଓ ୧୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସର ଶିଳାନ୍ୟାସ ମଙ୍ଗଳବାର ହୋଇଛି।…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

ନୂଆଦିଲ୍ଲୀ,୨।୬: ସୁପ୍ରିମକୋର୍ଟରେ ମଙ୍ଗଳବାର ୫ ନୂଆ ବିଚାରପତି ଶପଥ ନେଇଛନ୍ତି। ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚଛି। ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ? ବଡ଼ ସଙ୍କେତ ଦେଲା BCCI

ନୂଆଦିଲ୍ଲୀ,୨।୬: ଯେତେବେଳେ ବି IPLର 19ତମ ସିଜିନ ବିଷୟରେ ଆଲୋଚନା ହୁଏ, ସମସ୍ତଙ୍କ ମୁହଁରେ ପ୍ରଥମେ ନାମ ନିଶ୍ଚିତ ଭାବରେ 15 ବର୍ଷୀୟ ଯୁବ ସେନସେସନ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri