ନିୟମିତ ହେଲେ ୪୪୯ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ରାଜ୍ୟରେ ହାଇସ୍କୁଲ ସ୍ତରରେ ନିଯୁକ୍ତି ପାଇଥିବା ୪୪୯ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟମିତ କରାଯାଇଛି। ଏନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଗତ ୨୦୧୧-୧୨ ଶିକ୍ଷାବର୍ଷରୁ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକ ଭାବେ ସେମାନେ ହାଇସ୍କୁଲରେ ଶିକ୍ଷାଦାନ କରିଆସୁଥିଲେ। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ୬ବର୍ଷ ଶିକ୍ଷାଦାନ କରିସାରିଥିବାରୁ ସେମାନଙ୍କ ଚାକିରି ନିୟମିତ କରାଯାଇଛି। ଏଥିପାଇଁ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ପ୍ରତିନିଧି ମଣ୍ଡଳୀ ଓ କର୍ମକର୍ତ୍ତା ବୁଧବାର ମନ୍ତ୍ରୀ ଦାଶଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri