Posted inଜାତୀୟ

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ ଉପସ୍ଥିତ ଲୋକେ ଏପର୍ଯ୍ୟନ୍ତ ଶିଶୁ ମୃତ୍ୟୁ ଘଟଣାରେ ନୀତୀଶଙ୍କ ନିଦ ଭାଙ୍ଗି ନ ଥିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଲୋକେ। ପାଟନା ଏବଂ ମୁଜାଫରପୁର ମଧ୍ୟରେ ଦୂରତା ମାତ୍ର ୮୦ କିଲୋମିଟର। ମାତ୍ର ଏପର୍ଯ୍ୟନ୍ତ ଲୋକଙ୍କ ଦୁଃଖରେ ସମଦୁଃଖୀ ହେବା ପାଇଁ ମୁଖ୍ୟ୍‌fନ୍ତ୍ରୀ ନ ଆସିବାରୁ ଲୋକେ ଉତ୍ୟକ୍ତ ହୋଇ ଉଠିଛନ୍ତି। ନୀତୀଶ ମୁର୍ଦ୍ଦାବାଦ୍‌ ସ୍ଲୋଗାନ୍‌ ଦେବା ସହ ମୁଖ୍ୟମନ୍ତ୍ରୀ ଫେରିଯାଅ ବୋଲି ଲୋକେ କହିଛନ୍ତି। ଏହି ଘଟଣା ଏବେ ରାଜ୍ୟ ରାଜନୀତିରେ ନୂଆ ମୋଡ ନେବାରେ ଲାଗିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri